fire
Advertisment
କଟକ: ରୋଷେଇ ଗ୍ୟାସ ନିଆଁରେ ପୋଡି ହୋଇ ଗୋଟିଏ ପରିବାରର ୩ ଗୁରୁତର। କଟକ ଜିଲ୍ଲା ବାଙ୍କି ପଶାଣିଆରେ ଘଟିଛି ଏହି ଅଭାବନୀୟ ଘଟଣା।
Advertisment
୩ ଆହତଙ୍କ ମଧ୍ୟରେ ସ୍ତ୍ରୀଙ୍କ ଅବସ୍ଥା ଗୁରୁତର ଥିବାବେଳେ ସ୍ୱାମୀ ଓ ପୁଅ ମଧ୍ୟ ଆହତ ଅଛନ୍ତି। ସମସ୍ତଙ୍କୁ କଟକ SCBରେ ଭର୍ତ୍ତି କରାଯାଇଛି।
ଆହତମାନେ ହେଲେ ସରସ୍ୱତୀ କର, ବାବୁଲି କର ଓ ଆଦିତ୍ୟ କର। ମିଳିଥିବା ସୂଚନା ଅନୁସାରେ ସରସ୍ୱତୀଙ୍କ ଶରୀର ୯୦ପ୍ରତିଶତ ପୋଡ଼ି ହୋଇଯାଇଥିବାର ଜଣାପଡ଼ିଛି।
Advertisment
ଅନ୍ୟପକ୍ଷରେ, କିଭଳି ଓ କେଉଁ ପରିସ୍ଥିତିରେ ଅଗ୍ନିକାଣ୍ଡ ଘଟିଲା ତାର ପ୍ରକୃତ କାରଣ ଜଣାପଡିନାହିଁ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/fire-70_1626432821.jpg)