drawn-in river
Advertisment
ଭଦ୍ରକ : ଭଦ୍ରକରେ ଅଘଟଣ। ବୈତରଣୀ ନଦୀରେ ବୁଡ଼ି ୩ ଜଣଙ୍କ ମୃତ୍ୟୁ। ନେରଡ଼ା ନିକଟରେ ଗାଧୋଇଲା ବେଳେ ଏମାନେ ସମସ୍ତେ ବୁଡ଼ି ଯାଇଛନ୍ତି। ମୃତକ ବାଳକମାନେ ହେଲେ ଜଗନ୍ନାଥ ବୋଇତେଇ, ଦିପ୍ତିରଂଜନ ବୋଇତେଇ ଓ କୁନା ଭୋଳ।
Advertisment
ମୃତ ୩ ଜଣ ଯାକ ସ୍ଥାନୀୟ ବୋଇତେଇ ସାହିର ବୋଲି ଜଣାପଡିଛି। ବେଆଇନ ବାଲି ଉଠାଣ ଯୋଗୁଁ ନଦୀରେ ସୃଷ୍ଟି ହୋଇଥିବା ଗଣ୍ଡରେ ବୁଡି ଏମାନଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/drawn-in-river_1626433744.jpg)