/odishatv-khabar/media/post_attachments/uploadimage/library/16_9/16_9_0/fire-44_1626437695.jpg)
fire
ବ୍ରହ୍ମପୁର: ୫୦ ବଖରା ପୋଡି ପାଉଁଶ। ଗଂଜାମ ଜିଲ୍ଲା ଭଞ୍ଜନଗର ବରପାଲି ହରିଜନ ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ସାହିର ପ୍ରାୟ ୫୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି।
Advertisment
ଅଗ୍ନିକାଣ୍ଡରେ ୪୦ ପରିବାର ସର୍ବସ୍ୱାନ୍ତ ହୋଇଯାଇଛନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ତେବେ ଗାଁରେ ହିଂସାକାଣ୍ଡ ଘଟିବା ପରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)