/odishatv-khabar/media/post_attachments/uploadimage/library/16_9/16_9_0/bpd-2_1626503840.jpg)
baripada
ବାରିପଦା: ଆଜି କୁଡୁମୀ ସେନା ପକ୍ଷରୁ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି। ୬ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦେଇଛି କୁଡୁମୀ ସେନା। କୁଡୁମୀ ଜାତିକୁ ପୁନଃ ଆଦିବାସୀ ମାନ୍ୟତା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି।
Advertisment
ଏନେଇ NH୧୮ ଓ ୪୯ରେ ଆନ୍ଦୋଳନକାରୀଙ୍କ ଦ୍ୱାରା ରାସ୍ତା ଅବରୋଧ କରାଯାଇଛି। ଫଳରେ ବିଭିନ୍ନ ଅଞ୍ଚଳକୁ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ଆଜି ମୟୂରଭଞ୍ଜ ସହ ୮ଟି ଜିଲ୍ଲାରେ ବନ୍ଦ ଡାକରା ଦେଇଛି କୁଡୁମୀ ସେନା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)