Advertisment

ହୋଟେଲରେ ପୋଲିସର ଚଢାଉ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ାରେ ଏକ ହୋଟେଲ ଉପରେ ପୋଲିସର ଅଚାନକ ଚଢାଉ। ଚଢାଉ ବେଳେ ପୋଲିସ ୩ ଜଣ ପ୍ରେମୀ ଯୁଗଳଙ୍କୁ ଉଦ୍ଧାର କରିଛି। ନିଜର ପରିଚୟ ସଠିକ୍‌ ଭାବରେ ଦେଇନଥିବାରୁ କେନ୍ଦ୍ରାପଡା ଟାଉନ ଥାନା ପୋଲିସ ସେମାନଙ୍କୁ ଅଟକ ରଖିଛି। ତେବେ ସମସ୍ତଙ୍କ ଘର କେନ୍ଦ୍ରାପଡ଼ା ଅଞ୍ଚଳରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

author-image
Otv Khabar Bureau
ହୋଟେଲରେ ପୋଲିସର ଚଢାଉ

police

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ାରେ ଏକ ହୋଟେଲ ଉପରେ ପୋଲିସର ଅଚାନକ ଚଢାଉ। ଚଢାଉ ବେଳେ ପୋଲିସ ୩ ଜଣ ପ୍ରେମୀ ଯୁଗଳଙ୍କୁ ଉଦ୍ଧାର କରିଛି। ନିଜର ପରିଚୟ ସଠିକ୍‌ ଭାବରେ ଦେଇନଥିବାରୁ କେନ୍ଦ୍ରାପଡା ଟାଉନ ଥାନା ପୋଲିସ ସେମାନଙ୍କୁ ଅଟକ ରଖିଛି।

Advertisment

ତେବେ ସମସ୍ତଙ୍କ ଘର କେନ୍ଦ୍ରାପଡ଼ା ଅଞ୍ଚଳରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Kendrapara Raid On Hotel
Advertisment
Advertisment