police
Advertisment
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ାରେ ଏକ ହୋଟେଲ ଉପରେ ପୋଲିସର ଅଚାନକ ଚଢାଉ। ଚଢାଉ ବେଳେ ପୋଲିସ ୩ ଜଣ ପ୍ରେମୀ ଯୁଗଳଙ୍କୁ ଉଦ୍ଧାର କରିଛି। ନିଜର ପରିଚୟ ସଠିକ୍ ଭାବରେ ଦେଇନଥିବାରୁ କେନ୍ଦ୍ରାପଡା ଟାଉନ ଥାନା ପୋଲିସ ସେମାନଙ୍କୁ ଅଟକ ରଖିଛି।
Advertisment
ତେବେ ସମସ୍ତଙ୍କ ଘର କେନ୍ଦ୍ରାପଡ଼ା ଅଞ୍ଚଳରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/police-2_1626499734.jpg)