Advertisment

ପେନସନ ପାଇଁ ବାଧ୍ୟତା ନୁହେଁ ଆଧାର

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ କର୍ମଚାରୀମାନେ ପେନସନ ପାଇବା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ହେବ ନାହିଁ। ଏନେଇ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ସୂଚନା ଦେଇଛନ୍ତି। ସର୍ବନିମ୍ନ ପେନସନ୍ ୯ହଜାର ଟଙ୍କାକୁ ବୃଦ୍ଧି କରାଯିବା ସହ ପେନସନଧାରୀମାନଙ୍କ ସୁବିଧା ପାଇଁ ଅନେକ ପଦକ୍ଷେପ ନିଆଯାଉଛି ବୋଲି ସେ କହିଛନ୍ତି। ପୂର୍ବରୁ ବ୍ୟାଙ୍କ ଖାତା ସହ ଆଧାର କାର୍ଡ ନମ୍ବର ସଂଯୋଗ ନଥିଲେ ପେନସନଧାରୀ ମାନେ ଅସୁବିଧାରେ ପଡୁଥିବା ଅଭିଯୋଗ ହୋଇଥିଲା। ବର୍ତ୍ତମାନ ୪୮ ଲକ୍ଷ ୪୧ ହଜାର […]

ପେନସନ ପାଇଁ ବାଧ୍ୟତା ନୁହେଁ ଆଧାର

adhara

Advertisment

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ କର୍ମଚାରୀମାନେ ପେନସନ ପାଇବା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ହେବ ନାହିଁ। ଏନେଇ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ସୂଚନା ଦେଇଛନ୍ତି। ସର୍ବନିମ୍ନ ପେନସନ୍ ୯ହଜାର ଟଙ୍କାକୁ ବୃଦ୍ଧି କରାଯିବା ସହ ପେନସନଧାରୀମାନଙ୍କ ସୁବିଧା ପାଇଁ ଅନେକ ପଦକ୍ଷେପ ନିଆଯାଉଛି ବୋଲି ସେ କହିଛନ୍ତି। ପୂର୍ବରୁ ବ୍ୟାଙ୍କ ଖାତା ସହ ଆଧାର କାର୍ଡ ନମ୍ବର ସଂଯୋଗ ନଥିଲେ ପେନସନଧାରୀ ମାନେ ଅସୁବିଧାରେ ପଡୁଥିବା ଅଭିଯୋଗ ହୋଇଥିଲା।

Advertisment

publive-imageବର୍ତ୍ତମାନ ୪୮ ଲକ୍ଷ ୪୧ ହଜାର କର୍ମଚାରୀ କେନ୍ଦ୍ର ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ବେଳେ ୬୧ଲକ୍ଷ ୧୭ହଜାର ପେନସନଧାରୀ ଅଛନ୍ତି।

Pension Not Mandatory
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ