Advertisment

ସିମ୍ ପାଇଁ ଆଧାର ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ : ମୋବାଇଲ ସିମ୍ ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଏନେଇ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସବୁ ଟେଲିକମ୍ କମ୍ପାନୀକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଆଧାର ବଦଳରେ ବିକଳ୍ପ ପରିଚୟ ପ୍ରମାଣ ଭାବେ ଡ୍ରାଇଭିଂ ଲାଇସେନସ, ପାସପୋର୍ଟ ଓ ଭୋଟ୍ ପରିଚୟ ପତ୍ରକୁ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ତୁରନ୍ତ ଲାଗୁ କରିବା ଲାଗି ଟେଲିକମ୍ ସଚିବ ଅରୁଣା ସୁନ୍ଦରରାଜନ କହିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟ […]

ସିମ୍ ପାଇଁ ଆଧାର ବାଧ୍ୟତାମୂଳକ ନୁହେଁ

adhar

Advertisment

ନୂଆଦିଲ୍ଲୀ : ମୋବାଇଲ ସିମ୍ ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଏନେଇ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସବୁ ଟେଲିକମ୍ କମ୍ପାନୀକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଆଧାର ବଦଳରେ ବିକଳ୍ପ ପରିଚୟ ପ୍ରମାଣ ଭାବେ ଡ୍ରାଇଭିଂ ଲାଇସେନସ, ପାସପୋର୍ଟ ଓ ଭୋଟ୍ ପରିଚୟ ପତ୍ରକୁ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Advertisment

publive-imageଏହାକୁ ତୁରନ୍ତ ଲାଗୁ କରିବା ଲାଗି ଟେଲିକମ୍ ସଚିବ ଅରୁଣା ସୁନ୍ଦରରାଜନ କହିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟ ମଧ୍ୟ ମୋବାଇଲ୍ ସିମ୍ ପାଇଁ ଆଧାର ବାଧ୍ୟତାମୂଳକ ନୁହେଁ ବୋଲି ନିର୍ଦ୍ଦେଶ ଦେଇଥିଲେ।

ମୋବାଇଲ୍ ସେବା ପ୍ରଦାନ କରୁଥିବା କିଛି କମ୍ପାନୀ ସିମ୍ ପାଇଁ ଆଧାର କାର୍ଡକୁ ବାଧ୍ୟତାମୂଳକ ବୋଲି କହୁଥିଲେ। ଏହାଦ୍ୱାରା  କେବଳ ସ୍ଥାନୀୟ ବାସିନ୍ଦା ନୁହଁ, ପ୍ରବାସୀ ଭାରତୀୟ ଏବଂ ବିଦେଶରୁ ଆସୁଥିବା ବ୍ୟକ୍ତିମାନେ ପ୍ରଭାବିତ ହେଉଥିଲେ।

Advertisment
Government Mobile SIM Telecom Secretary Aruna Sundararajan
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ