/odishatv-khabar/media/post_attachments/uploadimage/library/16_9/16_9_0/mao-poster_1626433026.jpg)
mao poster
ନୂଆପଡ଼ା: ପୁଣି ମାଓ ପୋଷ୍ଟର। ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ନିଲାଜି ଓ କର୍ଲାଖମାର ଗାଁରେ ଶତାଧିକ ସଂଖ୍ୟାରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି।
Advertisment
ମେନପୁର-ନୂଆପଡ଼ା ଡିଭିଜନାଲ କମିଟି ପକ୍ଷରୁ ଏହି ପୋଷ୍ଟର ମରାଯାଇଥିବା ଜଣାପଡିଛି। ପୋଷ୍ଟରରେ ମହିଳା ମାଓବାଦୀ ସୁମିତ୍ରା ଧରୁଆ, ମକରନ ପହରିଆ ଓ ଯୁସୁଫ ମହମ୍ମଦକୁ ମୁକ୍ତ କରିବାକୁ ଦାବି ହୋଇଛି।
ମାଓବାଦୀ ନାଁରେ ପୋଲିସ ସାଧାରଣ ଜନତାଙ୍କୁ ହଇରାଣ କରୁଥିବା ପୋଷ୍ଟରରେ ଉଲ୍ଲେଖ ରହିଛି। ସସପ୍ତାହକ ତଳେ ଆତ୍ମସମର୍ପଣ କରିଥିବା ସୁମିତ୍ରା ଏପର୍ଯ୍ୟନ୍ତ ଅଟକ ଥିବା ଜଣାପଡିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)