Advertisment

ପୁଣି ମାଓ ପୋଷ୍ଟର

ନୂଆପଡ଼ା: ପୁଣି ମାଓ ପୋଷ୍ଟର।  ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ନିଲାଜି ଓ କର୍ଲାଖମାର ଗାଁରେ ଶତାଧିକ ସଂଖ୍ୟାରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି। ମେନପୁର-ନୂଆପଡ଼ା ଡିଭିଜନାଲ କମିଟି ପକ୍ଷରୁ ଏହି ପୋଷ୍ଟର ମରାଯାଇଥିବା ଜଣାପଡିଛି। ପୋଷ୍ଟରରେ ମହିଳା ମାଓବାଦୀ ସୁମିତ୍ରା ଧରୁଆ, ମକରନ ପହରିଆ ଓ ଯୁସୁଫ ମହମ୍ମଦକୁ ମୁକ୍ତ କରିବାକୁ ଦାବି ହୋଇଛି। ମାଓବାଦୀ ନାଁରେ ପୋଲିସ ସାଧାରଣ ଜନତାଙ୍କୁ ହଇରାଣ କରୁଥିବା ପୋଷ୍ଟରରେ ଉଲ୍ଲେଖ ରହିଛି।  ସସପ୍ତାହକ ତଳେ ଆତ୍ମସମର୍ପଣ କରିଥିବା ସୁମିତ୍ରା […]

ପୁଣି ମାଓ ପୋଷ୍ଟର

mao poster

Advertisment

ନୂଆପଡ଼ା: ପୁଣି ମାଓ ପୋଷ୍ଟର।  ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ନିଲାଜି ଓ କର୍ଲାଖମାର ଗାଁରେ ଶତାଧିକ ସଂଖ୍ୟାରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି।

Advertisment

ମେନପୁର-ନୂଆପଡ଼ା ଡିଭିଜନାଲ କମିଟି ପକ୍ଷରୁ ଏହି ପୋଷ୍ଟର ମରାଯାଇଥିବା ଜଣାପଡିଛି। ପୋଷ୍ଟରରେ ମହିଳା ମାଓବାଦୀ ସୁମିତ୍ରା ଧରୁଆ, ମକରନ ପହରିଆ ଓ ଯୁସୁଫ ମହମ୍ମଦକୁ ମୁକ୍ତ କରିବାକୁ ଦାବି ହୋଇଛି।

ମାଓବାଦୀ ନାଁରେ ପୋଲିସ ସାଧାରଣ ଜନତାଙ୍କୁ ହଇରାଣ କରୁଥିବା ପୋଷ୍ଟରରେ ଉଲ୍ଲେଖ ରହିଛି।  ସସପ୍ତାହକ ତଳେ ଆତ୍ମସମର୍ପଣ କରିଥିବା ସୁମିତ୍ରା ଏପର୍ଯ୍ୟନ୍ତ ଅଟକ ଥିବା ଜଣାପଡିଛି।

Advertisment
Nuapada Maoist Maoist Posters
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ