Advertisment

ପୁଣି ବଢିଲା ତେଲଦର

ନୂଆଦିଲ୍ଲୀ : ଅାଜି ଦିଲ୍ଲୀରେ ପେଟ୍ରୋଲ ଦର ୨୩ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ମୂଲ୍ୟ ୨୨ ପଇସା ବୃଦ୍ଧି ପାଇଛି। ଫଳରେ ପେଟ୍ରୋଲ ଦର ୮୦ଟଙ୍କା ୭୩ ପଇସାରେ ବିକ୍ରି ହେଉଛି। ସେହିପରି ଡିଜେଲ ମୂଲ୍ୟ ଲିଟର ପ୍ରତି ୭୨ଟଙ୍କା ୮୩ ପଇସାରେ ପହଞ୍ଚିଛି। ମୁମ୍ବାଇରେ ପେଟ୍ରୋଲ ଓ ଡିଜେଲ ଦର ୨୩ ପଇସା ଲେଖାଏଁ ବୃଦ୍ଧି ପାଇଛି। ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ ୮୮ଟଙ୍କା୧୨ ପଇସା ଓ ଡିଜେଲ ମୂଲ୍ୟ ୭୭ ଟଙ୍କା ୩୨ […]

ପୁଣି ବଢିଲା ତେଲଦର

oil

Advertisment

ନୂଆଦିଲ୍ଲୀ : ଅାଜି ଦିଲ୍ଲୀରେ ପେଟ୍ରୋଲ ଦର ୨୩ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ମୂଲ୍ୟ ୨୨ ପଇସା ବୃଦ୍ଧି ପାଇଛି। ଫଳରେ ପେଟ୍ରୋଲ ଦର ୮୦ଟଙ୍କା ୭୩ ପଇସାରେ ବିକ୍ରି ହେଉଛି। ସେହିପରି ଡିଜେଲ ମୂଲ୍ୟ ଲିଟର ପ୍ରତି ୭୨ଟଙ୍କା ୮୩ ପଇସାରେ ପହଞ୍ଚିଛି।

Advertisment

ମୁମ୍ବାଇରେ ପେଟ୍ରୋଲ ଓ ଡିଜେଲ ଦର ୨୩ ପଇସା ଲେଖାଏଁ ବୃଦ୍ଧି ପାଇଛି। ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ ୮୮ଟଙ୍କା୧୨ ପଇସା ଓ ଡିଜେଲ ମୂଲ୍ୟ ୭୭ ଟଙ୍କା ୩୨ ପଇସା ରହିଛି। ଭୁବନେଶ୍ୱର ପେଟ୍ରୋଲ ଦର ୭୯ଟଙ୍କା ୪୧ ପଇସା ଥିବା ବେଳେ ଡିଜେଲ ଦର ୭୭ଟଙ୍କା ୯୧ ପଇସା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ