Advertisment

ବିପିୟୁଟି ପକ୍ଷରୁ ଅାଜି ସମସ୍ତ ପରୀକ୍ଷା ବାତିଲ

ଭୁବନେଶ୍ୱର : କଂଗ୍ରେସ ପକ୍ଷରୁ ଭାରତ ବନ୍ଦକୁ ନଜରରେ ରଖି ବିପିୟୁଟି ପକ୍ଷରୁ ଅାଜି ସମସ୍ତ ପରୀକ୍ଷା ବାତିଲ କରାଯାଇଛି। ଏନେଇ ବିପିୟୁଟି କର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି। ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଭାରତ ବନ୍ଦ ଡାକରା ଦେଇଛି କଂଗ୍ରେସ। ସକାଳୁ ସକାଳୁ କଂଗ୍ରେସ କର୍ମୀମାନେ ପିକେଟିଂ କରିଛନ୍ତି। ଗାଡ଼ି ଓ ରେଳ ଚଳାଚଳ ପ୍ରଭାବିତ ହୋଇଛି।

ବିପିୟୁଟି ପକ୍ଷରୁ ଅାଜି ସମସ୍ତ ପରୀକ୍ଷା ବାତିଲ

bput

Advertisment

ଭୁବନେଶ୍ୱର : କଂଗ୍ରେସ ପକ୍ଷରୁ ଭାରତ ବନ୍ଦକୁ ନଜରରେ ରଖି ବିପିୟୁଟି ପକ୍ଷରୁ ଅାଜି ସମସ୍ତ ପରୀକ୍ଷା ବାତିଲ କରାଯାଇଛି। ଏନେଇ ବିପିୟୁଟି କର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି।

Advertisment

ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଭାରତ ବନ୍ଦ ଡାକରା ଦେଇଛି କଂଗ୍ରେସ। ସକାଳୁ ସକାଳୁ କଂଗ୍ରେସ କର୍ମୀମାନେ ପିକେଟିଂ କରିଛନ୍ତି। ଗାଡ଼ି ଓ ରେଳ ଚଳାଚଳ ପ୍ରଭାବିତ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ