Advertisment

ଚାଷୀଙ୍କ ପାଇଁ ଆଜିଠୁ ପୁଣି ଅନଶନକୁ ଓହ୍ଲାଇବେ ଆନ୍ନା ହଜାରେ

ନୂଆଦିଲ୍ଲୀ: ଆଜିଠୁ ପୁଣି ଅନଶନକୁ ଓହ୍ଲାଇବେ ସମାଜସେବୀ ଆନ୍ନା ହଜାରେ। ଚାଷୀଙ୍କ ପାଇଁ ଅନିର୍ଦ୍ଦିଷ୍ଟ କାଳ ଲାଗି ଦିଲ୍ଲୀର ରାମଲୀଳା ମଇଦାନରେ ଅନଶନ କରିବେ। ସ୍ୱାମୀନାଥନ କମିଶନଙ୍କ ରିପୋର୍ଟ କାର୍ଯ୍ୟକାରୀ କରିବା ହେଉଛି ତାଙ୍କର ପ୍ରମୁଖ ଦାବି। ଦେଶରେ ଚାଷୀ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ  ପ୍ରାୟ ପ୍ରତିଦିନ ଆତ୍ମହତ୍ୟା କରୁଛନ୍ତି। ଚାଷୀମାନଙ୍କ ଅବସ୍ଥା ସୁଧାରିବାକୁ ହେଲେ ସରକାର ୬୦ବର୍ଷରୁ ଅଧିକ ବୟସର ଚାଷୀଙ୍କୁ ମାସିକ ୫ହଜାର ଟଙ୍କା ଭତ୍ତା ପ୍ରଦାନ କରିବାକୁ ଆନ୍ନା ଦାବି କରିଛନ୍ତି।

ଚାଷୀଙ୍କ ପାଇଁ ଆଜିଠୁ ପୁଣି ଅନଶନକୁ ଓହ୍ଲାଇବେ ଆନ୍ନା ହଜାରେ

anna hazare

Advertisment

ନୂଆଦିଲ୍ଲୀ: ଆଜିଠୁ ପୁଣି ଅନଶନକୁ ଓହ୍ଲାଇବେ ସମାଜସେବୀ ଆନ୍ନା ହଜାରେ। ଚାଷୀଙ୍କ ପାଇଁ ଅନିର୍ଦ୍ଦିଷ୍ଟ କାଳ ଲାଗି ଦିଲ୍ଲୀର ରାମଲୀଳା ମଇଦାନରେ ଅନଶନ କରିବେ।

Advertisment

ସ୍ୱାମୀନାଥନ କମିଶନଙ୍କ ରିପୋର୍ଟ କାର୍ଯ୍ୟକାରୀ କରିବା ହେଉଛି ତାଙ୍କର ପ୍ରମୁଖ ଦାବି। ଦେଶରେ ଚାଷୀ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ  ପ୍ରାୟ ପ୍ରତିଦିନ ଆତ୍ମହତ୍ୟା କରୁଛନ୍ତି।

ଚାଷୀମାନଙ୍କ ଅବସ୍ଥା ସୁଧାରିବାକୁ ହେଲେ ସରକାର ୬୦ବର୍ଷରୁ ଅଧିକ ବୟସର ଚାଷୀଙ୍କୁ ମାସିକ ୫ହଜାର ଟଙ୍କା ଭତ୍ତା ପ୍ରଦାନ କରିବାକୁ ଆନ୍ନା ଦାବି କରିଛନ୍ତି।

Advertisment
Social Activist Anna Hazare Anna Hazare
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ