Advertisment

ଦିଲ୍ଲୀ ଏମ୍‌ସ ଗଲେ ବିଜେପି ନେତା ଜୟ ନାରାୟଣ ମିଶ୍ର

କଟକ : ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ଗିରଫ ବିଜେପି ନେତା ତଥା ପୂର୍ବତନ ବିଧାୟକ ଜୟ ନାରାୟଣ ମିଶ୍ର। କଟକ ଏସସିବିରୁ ତାଙ୍କୁ ରାଜଧାନୀ ଏକ୍ସପ୍ରେସସ୍‌ରେ ଦିଲ୍ଲୀ ଏମ୍‌ସ ଅଭିମୁଖେ ନିଆଯାଇଛି। କଡା ସୁରକ୍ଷା ବଳୟ ମଧ୍ୟରେ ପୋଲିସ ତାଙ୍କୁ ଦିଲ୍ଲୀ ନେଉଛି। ବରଗଡ଼ ଜିଲ୍ଲା ବନାବିରା ଗୁଳିକାଣ୍ଡ ମାମଲାରେ ଗିରଫ ଜୟନାରାୟଣ ମିଶ୍ର ଗତ ଏପ୍ରିଲ ୨୪ରେ ଏସସିବିରେ ଭର୍ତ୍ତି ହୋଇଥିଲେ। ଜୟ ନାରାୟଣଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ନଆସିବାକୁ ତାଙ୍କୁ ଦିଲ୍ଲୀ ଏମ୍‌ସକୁ […]

author-image
Otv Khabar Bureau
ଦିଲ୍ଲୀ ଏମ୍‌ସ ଗଲେ ବିଜେପି ନେତା ଜୟ ନାରାୟଣ ମିଶ୍ର

AIIMS

କଟକ : ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ଗିରଫ ବିଜେପି ନେତା ତଥା ପୂର୍ବତନ ବିଧାୟକ ଜୟ ନାରାୟଣ ମିଶ୍ର। କଟକ ଏସସିବିରୁ ତାଙ୍କୁ ରାଜଧାନୀ ଏକ୍ସପ୍ରେସସ୍‌ରେ ଦିଲ୍ଲୀ ଏମ୍‌ସ ଅଭିମୁଖେ ନିଆଯାଇଛି।

Advertisment

କଡା ସୁରକ୍ଷା ବଳୟ ମଧ୍ୟରେ ପୋଲିସ ତାଙ୍କୁ ଦିଲ୍ଲୀ ନେଉଛି। ବରଗଡ଼ ଜିଲ୍ଲା ବନାବିରା ଗୁଳିକାଣ୍ଡ ମାମଲାରେ ଗିରଫ ଜୟନାରାୟଣ ମିଶ୍ର ଗତ ଏପ୍ରିଲ ୨୪ରେ ଏସସିବିରେ ଭର୍ତ୍ତି ହୋଇଥିଲେ। ଜୟ ନାରାୟଣଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ନଆସିବାକୁ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି।

ତେବେ ଜୟନାରାୟଣ କହିଛନ୍ତି, ଦିଲ୍ଲୀ ଯିବା ନେଇ ତାଙ୍କର କୌଣସି ପରାମର୍ଶ ନିଆଯାଇନି। ତେବେ ଏନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି।

Advertisment
Cuttack BJP Jayanarayan Mishra Jayanarayan Mishra Shifted To New Delhi AIIMS
Advertisment
Advertisment