/odishatv-khabar/media/post_attachments/uploadimage/library/16_9/16_9_0/raid_1626432295.jpg)
raid
ଭଦ୍ରକ: ଭଦ୍ରକରେ ଜଳସେଚନ ବିଭାଗ ଉପନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ସାଳନ୍ଦୀ ଡିଭିଜନର ଜଳସେଚନ ବିଭାଗ ଉପନିର୍ବାହୀ ଯନ୍ତ୍ରୀ କମଳାକାନ୍ତ ବେହେରାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି।
Advertisment
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ। କମଳାକାନ୍ତଙ୍କ ଗବସାହି ସ୍ଥିତ ବାସଭବନ, ରାହାଞ୍ଜରେ ପୈତୃକ ଘର, ଭଦ୍ରକ ସ୍ଥିତ କାର୍ଯ୍ୟାଳୟ ଏବଂ ମୟୂରଭଞ୍ଜ ମୋରଡ଼ାରେ ଶ୍ୱଶୂର ଘରେ ଭିଜିଲାନ୍ସ ଚଢ଼ାଉ କରିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)