Advertisment

କୂଅରେ ଖସି ପଡ଼ିଲା ହାତୀ ଛୁଆ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ବାରୁଆଁ ପଞ୍ଚାୟତ ଜାମୁଝରାରେ ଥିବା ଖୋଲାକୂପ (ବାମ୍ପି)ରେ ଏକ ମାଈହାତୀ ଖସି ପଡ଼ିଛି । ଗତକାଲି ରାତିରେ ହାତୀଟି ବାମ୍ପିରେ ପଡ଼ି ଯାଇଥିବା ଅନୁମାନ କରାଯାଉଛି। ଆଜି ସକାଳେ ସ୍ଥାନୀୟ ଲୋକେ ଦେଖିବା ପରେ  ବନବିଭାଗକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ହାତୀକୁ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଛନ୍ତି। ଉକ୍ତ ହାତୀର ବୟସ ୪ ବର୍ଷ ହେବ ବୋଲି ରେଞ୍ଜର ବିଭୂଦାନନ୍ଦ ମିଶ୍ର ସୂଚନା ଦେଇଛନ୍ତି।

କୂଅରେ ଖସି ପଡ଼ିଲା ହାତୀ ଛୁଆ

elephant

Advertisment

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ବାରୁଆଁ ପଞ୍ଚାୟତ ଜାମୁଝରାରେ ଥିବା ଖୋଲାକୂପ (ବାମ୍ପି)ରେ ଏକ ମାଈହାତୀ ଖସି ପଡ଼ିଛି ।

Advertisment

ଗତକାଲି ରାତିରେ ହାତୀଟି ବାମ୍ପିରେ ପଡ଼ି ଯାଇଥିବା ଅନୁମାନ କରାଯାଉଛି। ଆଜି ସକାଳେ ସ୍ଥାନୀୟ ଲୋକେ ଦେଖିବା ପରେ  ବନବିଭାଗକୁ ଖବର ଦେଇଥିଲେ।

ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ହାତୀକୁ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଛନ୍ତି। ଉକ୍ତ ହାତୀର ବୟସ ୪ ବର୍ଷ ହେବ ବୋଲି ରେଞ୍ଜର ବିଭୂଦାନନ୍ଦ ମିଶ୍ର ସୂଚନା ଦେଇଛନ୍ତି।

Advertisment
Dhenkanal Elephants
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ