Advertisment

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ : ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରର ଦ୍ୱିତୀୟ ଭୋଗ ମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କୁ ବନକଲାଗି କରିବା ପାଇଁ ଭିତରକୁ ପ୍ରବେଶ କରିବେ। ଏଥିପାଇଁ ୪ଘଣ୍ଟା ଦର୍ଶନ ବନ୍ଦ ରହିବ। ଅପରାହ୍ନ ସାଢେ ୩ଟାରୁ ସାଢେ ୭ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ସମୟ ନିର୍ଘଣ୍ଟ କରାଯାଇଛି।

author-image
Otv Khabar Bureau
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

puri

ପୁରୀ : ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରର ଦ୍ୱିତୀୟ ଭୋଗ ମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କୁ ବନକଲାଗି କରିବା ପାଇଁ ଭିତରକୁ ପ୍ରବେଶ କରିବେ।

Advertisment

ଏଥିପାଇଁ ୪ଘଣ୍ଟା ଦର୍ଶନ ବନ୍ଦ ରହିବ। ଅପରାହ୍ନ ସାଢେ ୩ଟାରୁ ସାଢେ ୭ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ସମୟ ନିର୍ଘଣ୍ଟ କରାଯାଇଛି।

Lord Jagannath Shri Jagannath Temple Puri Banakalagi
Advertisment
Advertisment