Advertisment

ଏରିୟର ବିଲ୍ କରାଇବା ପାଇଁ ଲାଞ୍ଚ ମାଗୁଥିବା ଅଭିଯୋଗ

ନୟାଗଡ଼: ନୟାଗଡ଼ ଖଣ୍ଡପଡା ବ୍ଳକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ ବିରୋଧରେ ଲାଞ୍ଚ ଅଭିଯୋଗ। ଏରିୟର ବିଲ୍ କରାଇଦେବା ପାଇଁ ବିଇଓ ଗଣ ଶିକ୍ଷକ ମାନଙ୍କୁ ୧୦ ପ୍ରତିଶତ ଲାଞ୍ଚ ମାଗୁଥିବା ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ଭାଇରାଲ ମଧ୍ୟ ହୋଇଛି।  କିଛି ଗଣ ଶିକ୍ଷକ ଏନେଇ ମୁହଁ ଖୋଲିଥିବା ବେଳେ ବିଇଓ କିନ୍ତୁ ଲାଞ୍ଚ ନେବା ଘଟଣାକୁ ଖଣ୍ଡନ କରିଛନ୍ତି। ଅନ୍ୟପକ୍ଷରେ ଜିଲ୍ଲାପାଳ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

author-image
Otv Khabar Bureau
ଏରିୟର ବିଲ୍ କରାଇବା ପାଇଁ ଲାଞ୍ଚ ମାଗୁଥିବା ଅଭିଯୋଗ

beo

ନୟାଗଡ଼: ନୟାଗଡ଼ ଖଣ୍ଡପଡା ବ୍ଳକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ ବିରୋଧରେ ଲାଞ୍ଚ ଅଭିଯୋଗ। ଏରିୟର ବିଲ୍ କରାଇଦେବା ପାଇଁ ବିଇଓ ଗଣ ଶିକ୍ଷକ ମାନଙ୍କୁ ୧୦ ପ୍ରତିଶତ ଲାଞ୍ଚ ମାଗୁଥିବା ଅଭିଯୋଗ ହୋଇଛି।

Advertisment

ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ଭାଇରାଲ ମଧ୍ୟ ହୋଇଛି।  କିଛି ଗଣ ଶିକ୍ଷକ ଏନେଇ ମୁହଁ ଖୋଲିଥିବା ବେଳେ ବିଇଓ କିନ୍ତୁ ଲାଞ୍ଚ ନେବା ଘଟଣାକୁ ଖଣ୍ଡନ କରିଛନ୍ତି। ଅନ୍ୟପକ୍ଷରେ ଜିଲ୍ଲାପାଳ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

Nayagarh Viral Video Teachers Corruption
Advertisment
Advertisment