Advertisment

ମେ’ ୧ରୁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା: ମେ’ ୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ବଉଳା କୁମ୍ଭୀରମାନଙ୍କ ଅଣ୍ଡାଦାନ ପ୍ରକ୍ରିୟା ପାଇଁ ଜୁଲାଇ ୩୧ ତାରିଖ ଯାଏଁ ଏହା ବନ୍ଦ ରହିବ। ଅଣ୍ଡାଦାନ ବେଳେ କୁମ୍ଭୀରମାନେ ହିଂସ୍ର ଥାଆନ୍ତି। କୌଣସି ଅଘଟଣ ଘଟିବାକୁ ଲକ୍ଷ୍ୟ କରି ପ୍ରାଣୀ ଉଦ୍ୟାନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ପ୍ରତିବର୍ଷ ଏହି ସମୟରେ ସାଧାରଣ ଲୋକଙ୍କ ପାଇଁ ଏହା ବନ୍ଦ ରଖା ଯାଇଥାଏ। ଚଳିତ ବର୍ଷ ଜାନୁଆରୀରେ ହୋଇଥିବା ଗଣନା ଅନୁସାରେ, ଭିତରକନିକାରେ […]

ମେ’ ୧ରୁ ଭିତରକନିକା ବନ୍ଦ

Bhitarkanika

Advertisment

କେନ୍ଦ୍ରାପଡ଼ା: ମେ’ ୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ବଉଳା କୁମ୍ଭୀରମାନଙ୍କ ଅଣ୍ଡାଦାନ ପ୍ରକ୍ରିୟା ପାଇଁ ଜୁଲାଇ ୩୧ ତାରିଖ ଯାଏଁ ଏହା ବନ୍ଦ ରହିବ।

Advertisment

ଅଣ୍ଡାଦାନ ବେଳେ କୁମ୍ଭୀରମାନେ ହିଂସ୍ର ଥାଆନ୍ତି। କୌଣସି ଅଘଟଣ ଘଟିବାକୁ ଲକ୍ଷ୍ୟ କରି ପ୍ରାଣୀ ଉଦ୍ୟାନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ପ୍ରତିବର୍ଷ ଏହି ସମୟରେ ସାଧାରଣ ଲୋକଙ୍କ ପାଇଁ ଏହା ବନ୍ଦ ରଖା ଯାଇଥାଏ।

ଚଳିତ ବର୍ଷ ଜାନୁଆରୀରେ ହୋଇଥିବା ଗଣନା ଅନୁସାରେ, ଭିତରକନିକାରେ ୧୬୯୮ଟି କୁମ୍ଭୀର ଅଛନ୍ତି।

Advertisment
Bhitarkanika National Park
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ