/odishatv-khabar/media/post_attachments/uploadimage/library/16_9/16_9_0/heat-wave_1626433213.jpg)
heatwave
ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ଧିରେ ଧିରେ ତାପମାତ୍ରା ବଢିବାରେ ଲାଗିଛି। ଅଧିକାଂଶ ସ୍ଥାନରେ ୩୫ଡିଗ୍ରୀ ଉପରେ ତାପମାତ୍ରା ରହୁଛି। ଗତକାଲି ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୯.୮ ଡିଗ୍ରୀ ରେକର୍ଡ କରାଯାଇଛି।
Advertisment
ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ। ଆସନ୍ତା ୨୩ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝରରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ମୁଖ୍ୟତଃ ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)