/odishatv-khabar/media/post_attachments/uploadimage/library/16_9/16_9_0/bije-pur-election_1626430598.jpg)
bijepur election
ବରଗଡ:କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବିଜେପୁର ଉପ-ନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟଗ୍ରହଣ। ସକାଳ ୮ଟାରୁ ଆରମ୍ଭ ହୋଇଥିବା ଭୋଟ୍ ଗ୍ରହଣ ଅପରାହ୍ନ ୫ଟା ପଯର୍ୟନ୍ତ ଚାଲିବ।।
Advertisment
ପ୍ରାୟ ୨ ଲକ୍ଷ ୨୧ ହଜାର ଭୋଟର ବିଜେପୁର ପାଇଁ ପ୍ରତିନିଧି ବାଛିବେ । ବିଜେପୁର ନିର୍ବାଚନ ମଣ୍ଡଳୀରେ ୨୮୧ଟି ମତଦାନ କେନ୍ଦ୍ର ହୋଇଛି। ଏଥି ମଧ୍ୟରୁ ୧୫୫ ବୁଥକୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)