Advertisment

ଆଇନଜୀବୀ ଦିବସ ପାଳନ ସମୟରେ ବିଜେଡିର ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭଦ୍ରକ: ବିଜେଡି ଆଇନଜୀବୀ ସାମ୍ମୁଖ୍ୟ ପକ୍ଷରୁ ଭଦ୍ରକରେ ଆୟୋଜିତ ଆଇନଜୀବୀ ଦିବସ ପାଳନ ସମୟରେ ଦଳର ଦୁଇ ଗୋଷ୍ଠୀ ମୁହାଁମୁହିଁ। ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କୁ ସଭାସ୍ଥଳକୁ ନିଆଯିବା ସମୟରେ ଘଟିଛି ଏହି ଘଟଣା। ଭଦ୍ରକ ଜିଲ୍ଲା ବିଜେଡି ଉପସଭାପତି ଅସିତ୍‌ ପଟ୍ଟନାୟକଙ୍କ ସମର୍ଥକ ମାନେ ସ୍ଥାନୀୟ ଯୁବ ବିଜେଡି ସଭାପତି ଦୁର୍ଗା ଦାସ ଏବଂ ଛାତ୍ର ବିଜେଡି ସଭାପତି ତଥାଗତ ସାମଲଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତେବେ କାହିଁକି ଏଭଳି ଆକ୍ରମଣ କରାଗଲା ସେନେଇ କାରଣ […]

ଆଇନଜୀବୀ ଦିବସ ପାଳନ ସମୟରେ ବିଜେଡିର ଦୁଇ ଗୋଷ୍ଠୀ ମୁହାଁମୁହିଁ

bjd activists face off

Advertisment

ଭଦ୍ରକ: ବିଜେଡି ଆଇନଜୀବୀ ସାମ୍ମୁଖ୍ୟ ପକ୍ଷରୁ ଭଦ୍ରକରେ ଆୟୋଜିତ ଆଇନଜୀବୀ ଦିବସ ପାଳନ ସମୟରେ ଦଳର ଦୁଇ ଗୋଷ୍ଠୀ ମୁହାଁମୁହିଁ।

Advertisment

ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କୁ ସଭାସ୍ଥଳକୁ ନିଆଯିବା ସମୟରେ ଘଟିଛି ଏହି ଘଟଣା। ଭଦ୍ରକ ଜିଲ୍ଲା ବିଜେଡି ଉପସଭାପତି ଅସିତ୍‌ ପଟ୍ଟନାୟକଙ୍କ ସମର୍ଥକ ମାନେ ସ୍ଥାନୀୟ ଯୁବ ବିଜେଡି ସଭାପତି ଦୁର୍ଗା ଦାସ ଏବଂ ଛାତ୍ର ବିଜେଡି ସଭାପତି ତଥାଗତ ସାମଲଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ତେବେ କାହିଁକି ଏଭଳି ଆକ୍ରମଣ କରାଗଲା ସେନେଇ କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ଦଳୀୟ କନ୍ଦଳ ବୋଲି ଚର୍ଚ୍ଚା ହେଉଛି। ତେବେ ଏନେଇ ମନ୍ତ୍ରୀ ପ୍ରତାପ ଜେନା କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଦେଇଥିଲେ।

Advertisment
Bhadrak Group Clash
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ