/odishatv-khabar/media/post_attachments/uploadimage/library/16_9/16_9_0/rajya-sabha_1626432578.jpg)
rajya sabha
ଭୁବନେଶ୍ୱର : ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ବିଜେଡି ୩ ଜଣ ରାଜ୍ୟସଭା ପ୍ରାର୍ଥୀ । ନାମାଙ୍କନ ପ୍ରତ୍ୟାହାର ଅବଧି ଆଜି ଶେଷ ପରେ ନିର୍ବାଚିତ ବୋଲି ଘୋଷଣା କରିଛନ୍ତି ରିଟର୍ଣ୍ଣିଂ ଅଫିସର।
Advertisment
୩ ବିଜେଡି ପ୍ରାର୍ଥୀ ହେଲେ ପ୍ରଶାନ୍ତ ନନ୍ଦ, ସୌମ୍ୟରଂଜନ ପଟ୍ଟନାୟକ, ଅଚ୍ୟୁତ ସାମନ୍ତ। ସେମାନଙ୍କ ମଧ୍ୟରୁ ପ୍ରଶାନ୍ତ ନନ୍ଦ ଓ ସୌମ୍ୟ ରଂଜନ ପଟ୍ଟନାୟକ ରିଟର୍ଣ୍ଣିଂ ଅଫିସରଙ୍କ ଠାରୁ ସାର୍ଟିଫିକେଟ ଗ୍ରହଣ କରିଛନ୍ତି। ଅନୁପସ୍ଥିତ ଥିବାରୁ ସାର୍ଟିଫିକେଟ ନେଇନାହାନ୍ତି ଅଚ୍ୟୁତ ସାମନ୍ତ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)