Advertisment

ରାଜ୍ୟର ସବୁ ପେଟ୍ରୋଲ ପମ୍ପ ଆଗରେ ବିଜେଡ଼ିର ଶାନ୍ତିପୂର୍ଣ୍ଣ ପ୍ରତିବାଦ

ଭୁବନେଶ୍ୱର: ତୈଳ ବଜାରରେ ନିଆଁ। ସାରା ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢି ବଢି ଚାଲିଛି।  ଏହାର ପ୍ରତିବାଦରେ କେନ୍ଦ୍ରକୁ ଟାର୍ଗେଟ୍ କରି ଆଜି ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ଆଗରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରୁଛି ବିଜେଡ଼ି। ବିଜେଡିର ଯୁବ ଓ ଛାତ୍ରବାହିନୀ ପକ୍ଷରୁ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଉଛି।  ଗତକାଲି ମଧ୍ୟ ବିଜେଡି ପକ୍ଷରୁ ଯାଜପୁର ଜିଲ୍ଲା ବଡଚଣାରେ ଥିବା ପେଟ୍ରୋଲ ପମ୍ପରେ ଧାରଣା ଦିଆଯାଇଥିଲା।  ତେବେ ବିଜେପି ଏହାର ଜବାବ ରଖିଛି। ଦଳ କହିଛି, […]

ରାଜ୍ୟର ସବୁ ପେଟ୍ରୋଲ ପମ୍ପ ଆଗରେ ବିଜେଡ଼ିର ଶାନ୍ତିପୂର୍ଣ୍ଣ ପ୍ରତିବାଦ

bjd

Advertisment

ଭୁବନେଶ୍ୱର: ତୈଳ ବଜାରରେ ନିଆଁ। ସାରା ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢି ବଢି ଚାଲିଛି।  ଏହାର ପ୍ରତିବାଦରେ କେନ୍ଦ୍ରକୁ ଟାର୍ଗେଟ୍ କରି ଆଜି ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ଆଗରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରୁଛି ବିଜେଡ଼ି।

Advertisment

ବିଜେଡିର ଯୁବ ଓ ଛାତ୍ରବାହିନୀ ପକ୍ଷରୁ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଉଛି।  ଗତକାଲି ମଧ୍ୟ ବିଜେଡି ପକ୍ଷରୁ ଯାଜପୁର ଜିଲ୍ଲା ବଡଚଣାରେ ଥିବା ପେଟ୍ରୋଲ ପମ୍ପରେ ଧାରଣା ଦିଆଯାଇଥିଲା।  ତେବେ ବିଜେପି ଏହାର ଜବାବ ରଖିଛି। ଦଳ କହିଛି, ଲୋକଙ୍କୁ ଭୁତେଇବା ପାଇଁ ବିଜେଡି ରାଜନୀତି ପାଇଁ ଏଭଳି ଆନ୍ଦୋଳନ କରୁଛି।

Petrol Price Petrol Price Hike Petrol Pump Hike In Petrol
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ