Advertisment

ଏଟିଏମ୍‌ରେ ଟଙ୍କା ସଙ୍କଟ ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ

ଭୁବନେଶ୍ୱର : ସାରା ଦେଶରେ ନୋଟ୍ ଅଭାବ ସମସ୍ୟା ପ୍ରତିବାଦରେ ଆଜି ସାରା ରାଜ୍ୟରେ ବିଜେଡି ଶାନ୍ତିପୂର୍ଣ୍ଣ ଭାବେ ୨ ଘଣ୍ଟିଆ ପ୍ରତିବାଦ କରୁଛି।  ଭୁବନେଶ୍ୱରରେ ରିଜର୍ଭ ବ୍ୟାଙ୍କ ଏବଂ ଅନ୍ୟ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗୁଡିକ ଆଗରେ ଦଳ ପକ୍ଷରୁ ପ୍ରତିବାଦ କରାଯାଉଛି। ଏଥିସହ ସବୁ ସବ୍‌ଡିଭିଜନ ଓ ବ୍ଲକରେ ଥିବା ବ୍ୟାଙ୍କ ଗୁଡ଼ିକ ଆଗରେ ମଧ୍ୟ ପ୍ରତିବାଦ କରାଯିବ ବୋଲି ବିଧାୟକ ସଞ୍ଜୟ ଦାସବର୍ମା ଗତକାଲି ସୂଚନା ଦେଇଥିଲେ।  ଏଟିଏମ୍‌ରେ ଟଙ୍କା ଅଭାବକୁ ନେଇ ଗତକାଲି […]

ଏଟିଏମ୍‌ରେ ଟଙ୍କା ସଙ୍କଟ ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ

bjd---

Advertisment

ଭୁବନେଶ୍ୱର : ସାରା ଦେଶରେ ନୋଟ୍ ଅଭାବ ସମସ୍ୟା ପ୍ରତିବାଦରେ ଆଜି ସାରା ରାଜ୍ୟରେ ବିଜେଡି ଶାନ୍ତିପୂର୍ଣ୍ଣ ଭାବେ ୨ ଘଣ୍ଟିଆ ପ୍ରତିବାଦ କରୁଛି।  ଭୁବନେଶ୍ୱରରେ ରିଜର୍ଭ ବ୍ୟାଙ୍କ ଏବଂ ଅନ୍ୟ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗୁଡିକ ଆଗରେ ଦଳ ପକ୍ଷରୁ ପ୍ରତିବାଦ କରାଯାଉଛି।

Advertisment

ଏଥିସହ ସବୁ ସବ୍‌ଡିଭିଜନ ଓ ବ୍ଲକରେ ଥିବା ବ୍ୟାଙ୍କ ଗୁଡ଼ିକ ଆଗରେ ମଧ୍ୟ ପ୍ରତିବାଦ କରାଯିବ ବୋଲି ବିଧାୟକ ସଞ୍ଜୟ ଦାସବର୍ମା ଗତକାଲି ସୂଚନା ଦେଇଥିଲେ।  ଏଟିଏମ୍‌ରେ ଟଙ୍କା ଅଭାବକୁ ନେଇ ଗତକାଲି ମୋଦି ସରକାରଙ୍କ ଉପରେ ବର୍ଷିଥିଲା ବିଜେଡି।

ସେପଟେ ଏଟିଏମ୍ ସଙ୍କଟ ନେଇ ବିଜେଡିର ଆନ୍ଦୋଳନ ଉପରେ ପ୍ରତିକ୍ରିୟା ରଖିଛି ବିଜେପି। କହିଛି ଏହା କେବଳ ବିଜେଡିର ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ।

Advertisment
Latest Bhubaneswar News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ