Advertisment

ମୋଦିଙ୍କୁ ସମର୍ଥନ ଜଣାଇ ସାମିଲ ହେଲେ ବିଜେପି ନେତା

ନୂଆଦିଲ୍ଲୀ: ପାର୍ଲାମେଣ୍ଟରେ ଲାଗି ରହିଥିବା ଅଚଳାବସ୍ଥାକୁ ନେଇ ପ୍ରତିବାଦ। ଆଜି ଦିନକ ପାଇଁ ଉପବାସ ରହି ପ୍ରତିବାଦ ଜଣାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ହୋଇପାରି ନ ଥିଲା। ତେଣୁ ବିରୋଧୀ ଦଳଙ୍କ ଏପରି କାର୍ଯ୍ୟକୁ ଗଣତନ୍ତ୍ର ପ୍ରତି ବିପଦ ବୋଲି କହି ମୋଦି ଏହି ଅନଶନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୋଦିଙ୍କୁ ସମର୍ଥନ ଜଣାଇ ବିଜେପି ସଭାପତି ଅମିତ ଶାହା ମଧ୍ୟ ଅନଶନ କରୁଛନ୍ତି।  ସେହିଭଳି ସାରା […]

author-image
Otv Khabar Bureau
ମୋଦିଙ୍କୁ ସମର୍ଥନ ଜଣାଇ ସାମିଲ ହେଲେ ବିଜେପି ନେତା

pm modi

ନୂଆଦିଲ୍ଲୀ: ପାର୍ଲାମେଣ୍ଟରେ ଲାଗି ରହିଥିବା ଅଚଳାବସ୍ଥାକୁ ନେଇ ପ୍ରତିବାଦ। ଆଜି ଦିନକ ପାଇଁ ଉପବାସ ରହି ପ୍ରତିବାଦ ଜଣାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Advertisment

ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ହୋଇପାରି ନ ଥିଲା। ତେଣୁ ବିରୋଧୀ ଦଳଙ୍କ ଏପରି କାର୍ଯ୍ୟକୁ ଗଣତନ୍ତ୍ର ପ୍ରତି ବିପଦ ବୋଲି କହି ମୋଦି ଏହି ଅନଶନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ମୋଦିଙ୍କୁ ସମର୍ଥନ ଜଣାଇ ବିଜେପି ସଭାପତି ଅମିତ ଶାହା ମଧ୍ୟ ଅନଶନ କରୁଛନ୍ତି।  ସେହିଭଳି ସାରା ଦେଶରେ ବିଜେପି ସାଂସଦମାନେ ନିଜ ନିଜ ଅଞ୍ଚଳରେ ଅନଶନରେ ବସିଛନ୍ତି। ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜେପି ନେତାମାନେ ଆଜି ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅନଶନ କରି ପ୍ରତିବାଦ ଜଣାଇବେ।

Advertisment
BJP Parliament PM Modi Narendra Modi Latest News
Advertisment
Advertisment