Advertisment

ମନ୍ଦିର କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦାରେ ଏକ ମନ୍ଦିର କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର। ଛେଣ୍ଡିପଦା ସନ୍ତରାବନ୍ଧ ବନଦୁର୍ଗା ମନ୍ଦିର କୂଅ ଭିତରୁ ଆଜି ସକାଳୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ କେନ୍ଦୁପଶି ଗାଁର ଏବଂ ସେ ୨ ଦିନ ହେବ ମନ୍ଦିରରେ ଅଧିଆ ପଡ଼ିଥିଲେ ବୋଲି ସୂଚନା ମିଳିଛି। କୂଅରୁ ପାଣି ଆଣିବାକୁ ଯାଇଥିବା ବେଳେ ଖସିପଡ଼ି ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।  ତେବେ ଏନେଇ ପୋଲିସ ତଦନ୍ତ ଜାରି ରହିଛି।

ମନ୍ଦିର କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର

Body Of Woman Found In Temple Well

Advertisment

ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦାରେ ଏକ ମନ୍ଦିର କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର। ଛେଣ୍ଡିପଦା ସନ୍ତରାବନ୍ଧ ବନଦୁର୍ଗା ମନ୍ଦିର କୂଅ ଭିତରୁ ଆଜି ସକାଳୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି।

Advertisment

ମୃତ ମହିଳା ଜଣକ କେନ୍ଦୁପଶି ଗାଁର ଏବଂ ସେ ୨ ଦିନ ହେବ ମନ୍ଦିରରେ ଅଧିଆ ପଡ଼ିଥିଲେ ବୋଲି ସୂଚନା ମିଳିଛି।

କୂଅରୁ ପାଣି ଆଣିବାକୁ ଯାଇଥିବା ବେଳେ ଖସିପଡ଼ି ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।  ତେବେ ଏନେଇ ପୋଲିସ ତଦନ୍ତ ଜାରି ରହିଛି।

Advertisment
Angul Woman Body Found Temple Well
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ