bomb blast
Advertisment
ଢ଼େଙ୍କାନାଳ: ଘର ଭିତରେ ବୋମା ଫୁଟି ଗୋଟିଏ ପରିବାରର ୪ ଆହତ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଲକ ଝାରଦା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଢେଙ୍କାନାଳ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Advertisment
ହାତୀ ଘଉଡ଼ାଇବାକୁ ଘରେ ଏକ ବୋମା ରଖାଯାଇଥିଲା। ଶିଶୁଟି ଜାଣି ନ ପାରି ବୋମାଟିକୁ ଗଡ଼ାଇ ଦେଇଥିଲା। ଫଳରେ ବୋମାଟି ଫୁଟି ଯାଇଥିଲା। ବିସ୍ଫୋରଣରେ ଜଣେ ଶିଶୁ ସମେତ ଜଣେ ବୃଦ୍ଧ ଓ ପରିବାର ଅନ୍ୟ ଦୁଇ ସଦସ୍ୟ ଆହତ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/bomb-blast-11_1626500501.jpg)