/odishatv-khabar/media/post_attachments/uploadimage/library/16_9/16_9_0/Capture_1626433050.jpg)
Capture
କଟକ : କଟକରୁ ବ୍ରାଉନସୁଗାର ଜବତ। ମାଛୁଆ ବଜାରରେ ଚଢାଉ କରି ୮୦ ଗ୍ରାମ୍ ଓଜନର ବ୍ରାଉନ ସୁଗାର ଜବତ କରିଛି ଅବକାରୀ ବିଭାଗର ଫ୍ଲାଇଂ ସ୍କ୍ୱାଡ୍। ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ୮ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।
Advertisment
ଚଢାଉରେ ବ୍ରାଉନସୁଗାର ସହ ପ୍ରାୟ ୫ କିଲୋଗ୍ରାମ ଓଜନର ଗଂଜେଇ ଜବତ ହୋଇଛି। ଘଟଣାରେ ମନୋଜ କାହାଳି ଏବଂ ଦିଲ୍ଲୀପ କାହାଳି ନାମକ ଦୁଇ ଯୁବକଙ୍କୁ ଗିରଫ କରିଛି ପୋଲିସ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)