Advertisment

କଟକରୁ ୮୦ ଗ୍ରାମ୍‌ ଓଜନର ବ୍ରାଉନ ସୁଗାର ଜବତ : ଦୁଇ ଯୁବକ ଗିରଫ

କଟକ : କଟକରୁ ବ୍ରାଉନସୁଗାର ଜବତ। ମାଛୁଆ ବଜାରରେ ଚଢାଉ କରି ୮୦ ଗ୍ରାମ୍‌ ଓଜନର ବ୍ରାଉନ ସୁଗାର ଜବତ କରିଛି ଅବକାରୀ ବିଭାଗର ଫ୍ଲାଇଂ ସ୍କ୍ୱାଡ୍।  ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ୮ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି। ଚଢାଉରେ ବ୍ରାଉନସୁଗାର ସହ ପ୍ରାୟ ୫ କିଲୋଗ୍ରାମ ଓଜନର ଗଂଜେଇ ଜବତ ହୋଇଛି। ଘଟଣାରେ ମନୋଜ କାହାଳି ଏବଂ ଦିଲ୍ଲୀପ କାହାଳି ନାମକ ଦୁଇ ଯୁବକଙ୍କୁ ଗିରଫ କରିଛି ପୋଲିସ।

କଟକରୁ ୮୦ ଗ୍ରାମ୍‌ ଓଜନର ବ୍ରାଉନ ସୁଗାର ଜବତ : ଦୁଇ ଯୁବକ ଗିରଫ

Capture

Advertisment

କଟକ : କଟକରୁ ବ୍ରାଉନସୁଗାର ଜବତ। ମାଛୁଆ ବଜାରରେ ଚଢାଉ କରି ୮୦ ଗ୍ରାମ୍‌ ଓଜନର ବ୍ରାଉନ ସୁଗାର ଜବତ କରିଛି ଅବକାରୀ ବିଭାଗର ଫ୍ଲାଇଂ ସ୍କ୍ୱାଡ୍।  ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ୮ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।

Advertisment

ଚଢାଉରେ ବ୍ରାଉନସୁଗାର ସହ ପ୍ରାୟ ୫ କିଲୋଗ୍ରାମ ଓଜନର ଗଂଜେଇ ଜବତ ହୋଇଛି। ଘଟଣାରେ ମନୋଜ କାହାଳି ଏବଂ ଦିଲ୍ଲୀପ କାହାଳି ନାମକ ଦୁଇ ଯୁବକଙ୍କୁ ଗିରଫ କରିଛି ପୋଲିସ।

Cuttack Seized
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ