Advertisment

ଆଜି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଆଜି ସକାଳ ୯ଟାରେ ଫଳାଫଳ ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରୁ ଛାତ୍ରଛାତ୍ରୀ ବୋର୍ଡର ୱେବସାଇଟ୍ www.bseodisha.nic.inରେ ଲଗ୍ ଇନ୍ କରି ଫଳାଫଳ ଦେଖିପାରିବେ। ଏହାବ୍ୟତୀତ ବୋର୍ଡ ପକ୍ଷରୁ ଖୋଲା ଯାଇଥିବା ଟୋଲ୍ ଫ୍ରି ନମ୍ବର ୦୬୭୧-୨୪୧୨୦୬୦ ଏବଂ ୦୬୭୧-୨୪୧୨୦୫୯କୁ କଲ୍ କରି ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ। ଯେ କୌଣସି […]

ଆଜି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ

matric result

Advertisment

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି।

Advertisment

ଆଜି ସକାଳ ୯ଟାରେ ଫଳାଫଳ ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରୁ ଛାତ୍ରଛାତ୍ରୀ ବୋର୍ଡର ୱେବସାଇଟ୍ www.bseodisha.nic.inରେ ଲଗ୍ ଇନ୍ କରି ଫଳାଫଳ ଦେଖିପାରିବେ। ଏହାବ୍ୟତୀତ ବୋର୍ଡ ପକ୍ଷରୁ ଖୋଲା ଯାଇଥିବା ଟୋଲ୍ ଫ୍ରି ନମ୍ବର ୦୬୭୧-୨୪୧୨୦୬୦ ଏବଂ ୦୬୭୧-୨୪୧୨୦୫୯କୁ କଲ୍ କରି ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ।

ଯେ କୌଣସି ମୋବାଇଲ୍‌ରେ OR10 SPACE ROLL NUMBER ଲେଖି ୫୬୭୬୭୫୦ ନମ୍ବରକୁ SMS କରି ପରୀକ୍ଷାଫଳ ପାଇପାରିବେ ଛାତ୍ରଛାତ୍ରୀ। ଏବର୍ଷ ମାଟ୍ରିକ ପରୀକ୍ଷାର୍ଥୀଙ୍କ ସଂଖ୍ୟା ଥିଲା ୬ ଲକ୍ଷ ୮ହଜାର ୬ଶହ ୫୯। ମାର୍ଚ୍ଚ ୨୦ରୁ ଏପ୍ରିଲ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷାଖାତାର ମୂଲ୍ୟାୟନ କରାଯାଇଥିଲା।

Advertisment
Matric Exam Matric Results
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ