Advertisment

ସମସ୍ତ ବିଭାଗର ରିପୋର୍ଟ କାର୍ଡ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ଚତୁର୍ଥ ପାଳିର ୪ ବର୍ଷ ପୂରଣ କରିବାକୁ ଯାଉଛି ଶାସକ ବିଜୁ ଜନତା ଦଳ(ବିଜେଡି)। ତେବେ ଏହାପୂର୍ବରୁ ଆସନ୍ତା ୮ ତାରିଖ ଠାରୁ ସମସ୍ତ ବିଭାଗର ରିପୋର୍ଟ କାର୍ଡ ନେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଭାଗୀୟ ସଚିବ ମାନଙ୍କ ଉପସ୍ଥିତିରେ ଆସନ୍ତା ୮ ତାରିଖ ଠାରୁ ସେ ସମସ୍ତ ବିଭାଗର ସମୀକ୍ଷା କରିବେ ବୋଲି ମନ୍ତ୍ରୀ ମାନଙ୍କୁ ଚିଠି ଲେଖିଛନ୍ତି ନବୀନ। ଏଥିସହ ପ୍ରତି ବିଭାଗର ୩ଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା […]

ସମସ୍ତ ବିଭାଗର ରିପୋର୍ଟ କାର୍ଡ ନେବେ ମୁଖ୍ୟମନ୍ତ୍ରୀ

naveen patnaik

Advertisment

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ଚତୁର୍ଥ ପାଳିର ୪ ବର୍ଷ ପୂରଣ କରିବାକୁ ଯାଉଛି ଶାସକ ବିଜୁ ଜନତା ଦଳ(ବିଜେଡି)। ତେବେ ଏହାପୂର୍ବରୁ ଆସନ୍ତା ୮ ତାରିଖ ଠାରୁ ସମସ୍ତ ବିଭାଗର ରିପୋର୍ଟ କାର୍ଡ ନେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment

ବିଭାଗୀୟ ସଚିବ ମାନଙ୍କ ଉପସ୍ଥିତିରେ ଆସନ୍ତା ୮ ତାରିଖ ଠାରୁ ସେ ସମସ୍ତ ବିଭାଗର ସମୀକ୍ଷା କରିବେ ବୋଲି ମନ୍ତ୍ରୀ ମାନଙ୍କୁ ଚିଠି ଲେଖିଛନ୍ତି ନବୀନ। ଏଥିସହ ପ୍ରତି ବିଭାଗର ୩ଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ମଧ୍ୟ ବିଭାଗୀୟ ମନ୍ତ୍ରୀ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବେ।

ସରକାରଙ୍କ ଚତୁର୍ଥ ବର୍ଷ ପୂର୍ତ୍ତି ଅବସରରେ ବସିବାକୁ ଥିବା ମନ୍ତ୍ରୀ ପରିଷଦ ବୈଠକରେ ସବୁ ବିଭାଗର ସଫଳତା ଜନସାଧାରଣଙ୍କ ଆଗରେ ରଖାଯିବ ବୋଲି ମନ୍ତ୍ରୀ ମାନଙ୍କୁ ଚିଠିରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment
Naveen Patnaik News Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ