/odishatv-khabar/media/post_attachments/uploadimage/library/16_9/16_9_0/pravat_1626501575.jpg)
pravat
ଭୁବନେଶ୍ୱର : ବିଜେଡି ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଜାମିନ। ୨ମାସ ପାଇଁ ଅନ୍ତରୀଣ ଜାମିନ ଦେଇଛନ୍ତି ହାଇକୋର୍ଟ। ସିସୋର ଚିଟ୍ଫଣ୍ଡ ଲିଙ୍କ୍ ମାମଲାରେ ଗିରଫ ହୋଇଥିଲେ ଚୌଦ୍ୱାର-କଟକ ବିଧାୟକ ପ୍ରଭାତ ବିଶ୍ୱାଳ।
Advertisment
ସିବିଆଇ ଦ୍ୱାରା ଗିରଫ ହୋଇ ପ୍ରଭାତ ଭୁବନେଶ୍ୱର ଝାରପଡା ଜେଲରେ ଥିଲେ। ତେବେ ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ପ୍ରଭାତ ଜେଲ ବଦଳରେ SCB ମେଡିକାଲରେ ଚିକିତ୍ସା ହେଉଥିଲେ। ୨୦୧୭ ସେମ୍ବେର ୧୯ରେ ପ୍ରଭାତଙ୍କୁ ଗିରଫ କରିଥିଲା CBI।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)