Advertisment

ସୁଶାନ୍ତ ଧଳ ସାମନ୍ତର ନେଟଓ୍ୱାର୍କ ଭାଙ୍ଗିବାକୁ ପୋଲିସର ଯୋଜନା

ଭୁବନେଶ୍ୱର : ଝାରପଡ଼ା ଜେଲରୁ ସ୍ଥାନାନ୍ତର ହେବ ହାର୍ଡକୋର ଅପରାଧୀ ସୁଶାନ୍ତ ଧଳ ସାମନ୍ତ। କଟକ ଚୌଦ୍ୱାର ଭଳି ଭୁବନେଶ୍ୱର ଝାରପଡ଼ା ଜେଲରେ ରହି ସୁଶାନ୍ତ ତାର ଅପରାଧ ନେଟଓ୍ୱାର୍କ ସହଜରେ ପରିଚାଳନା କରୁଥିବା ସନ୍ଦେହ କରାଯାଉଥିବାରୁ ,ତାକୁ ପଶ୍ଚିମ ଓଡ଼ିଶାର କୌଣସି ଜେଲକୁ ସ୍ଥାନାନ୍ତର କରିବାକୁ ଚିନ୍ତା କରୁଛି କମିଶନରେଟ୍ ପୋଲିସ। ଏ ନେଇ କମିଶନରେଟ୍  ପୋଲିସ ପକ୍ଷରୁ ଗତକାଲି କଟକ ସ୍ଥିତ JMFC ରୁରାଲ କୋର୍ଟରେ ଆବେଦନ କରାଯାଇଛି। କଟକ ବିଜନ ପାଲ ହତ୍ୟା […]

ସୁଶାନ୍ତ ଧଳ ସାମନ୍ତର ନେଟଓ୍ୱାର୍କ ଭାଙ୍ଗିବାକୁ ପୋଲିସର ଯୋଜନା

susant dhala sdamnata

Advertisment

ଭୁବନେଶ୍ୱର : ଝାରପଡ଼ା ଜେଲରୁ ସ୍ଥାନାନ୍ତର ହେବ ହାର୍ଡକୋର ଅପରାଧୀ ସୁଶାନ୍ତ ଧଳ ସାମନ୍ତ। କଟକ ଚୌଦ୍ୱାର ଭଳି ଭୁବନେଶ୍ୱର ଝାରପଡ଼ା ଜେଲରେ ରହି ସୁଶାନ୍ତ ତାର ଅପରାଧ ନେଟଓ୍ୱାର୍କ ସହଜରେ ପରିଚାଳନା କରୁଥିବା ସନ୍ଦେହ କରାଯାଉଥିବାରୁ ,ତାକୁ ପଶ୍ଚିମ ଓଡ଼ିଶାର କୌଣସି ଜେଲକୁ ସ୍ଥାନାନ୍ତର କରିବାକୁ ଚିନ୍ତା କରୁଛି କମିଶନରେଟ୍ ପୋଲିସ।

Advertisment

ଏ ନେଇ କମିଶନରେଟ୍  ପୋଲିସ ପକ୍ଷରୁ ଗତକାଲି କଟକ ସ୍ଥିତ JMFC ରୁରାଲ କୋର୍ଟରେ ଆବେଦନ କରାଯାଇଛି। କଟକ ବିଜନ ପାଲ ହତ୍ୟା ଉଦ୍ୟମ ଘଟଣାରେ ସୁଶାନ୍ତର ସଂପୃକ୍ତି ଥିବା ପୋଲିସ ଜାଣିବା ପରେ ଏବେ ତାକୁ ସ୍ଥାନାନ୍ତର ପାଇଁ ଉଦ୍ୟମ ଆରମ୍ଭ କରିଛି। ସୁଶାନ୍ତକୁ କଟକ ଭୁବନେଶ୍ୱରଠାରୁ କୌଣସି ଦୂର ସ୍ଥାନ କିମ୍ବା ବଲାଙ୍ଗିର ସ୍ଥାନାନ୍ତର କରିବାକୁ ପୋଲିସ ଯୋଜନା କରିଛି।

D-brothers Jharpada Jail Shifted Sushant Dhala Samanta
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ