Advertisment

ପାର୍ସଲ ବୋମା ବିସ୍ଫୋରଣର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ପୂର୍ବରୁ ବଲାଙ୍ଗିର ପୋଲିସ ଘଟଣାର ତଦନ୍ତ କରିବା ସହ ରାଜ୍ୟ ବାହାରକୁ ଯାଇ ବି ଖାଲି ହାତରେ ଫେରିଛି। ଘଟଣାର ତୁରନ୍ତ ନ୍ୟାୟ ଦାବିରେ ପାର୍ସଲ ବୋମା ବିସ୍ଫୋରଣରେ ମୃତ ସୌମ୍ୟ ଶେଖରଙ୍କ ପରିବାର ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିବାବେଳେ ଦିନକ ତଳେ ଏକ ଭିଡିଓ ଜରିଆରେ ହସ୍ପିଟାଲରୁ ମୁଖ୍ୟମନ୍ତ୍ରୀଙ୍କୁ ନ୍ୟାୟ ପାଇଁ ନିବେଦନ କରିଥିଲେ ନବବଧୂ […]

ପାର୍ସଲ ବୋମା ବିସ୍ଫୋରଣର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

wedding gift blast

Advertisment

ଭୁବନେଶ୍ୱର: ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।

Advertisment

ପୂର୍ବରୁ ବଲାଙ୍ଗିର ପୋଲିସ ଘଟଣାର ତଦନ୍ତ କରିବା ସହ ରାଜ୍ୟ ବାହାରକୁ ଯାଇ ବି ଖାଲି ହାତରେ ଫେରିଛି। ଘଟଣାର ତୁରନ୍ତ ନ୍ୟାୟ ଦାବିରେ ପାର୍ସଲ ବୋମା ବିସ୍ଫୋରଣରେ ମୃତ ସୌମ୍ୟ ଶେଖରଙ୍କ ପରିବାର ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିବାବେଳେ ଦିନକ ତଳେ ଏକ ଭିଡିଓ ଜରିଆରେ ହସ୍ପିଟାଲରୁ ମୁଖ୍ୟମନ୍ତ୍ରୀଙ୍କୁ ନ୍ୟାୟ ପାଇଁ ନିବେଦନ କରିଥିଲେ ନବବଧୂ ରୀମାରାଣି ସାହୁ।

ଗତ ମାସ ୨୩ ତାରିଖରେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣରେ ପ୍ରାଣ ହରାଇଥିଲେ ରୀମାଙ୍କ ସ୍ୱାମୀ ସୌମ୍ୟଶେଖର ଓ ତାଙ୍କ ଜେଜେ ମାଆ।

Advertisment
Naveen Patnaik News Wedding Gift Blast Parcel Bomb Blast Crime Branch Patanagarh Parcel Bomb Blast Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ