/odishatv-khabar/media/post_attachments/uploadimage/library/16_9/16_9_0/dala-samanta_1626432323.jpg)
dala samanta
କଟକ : କଟକ ସୁଭଦ୍ରାପୁର ବିଜୟ ପାଲ ଗୁଳିକାଣ୍ଡ ମାମଲା। ୩ ଦିନିଆ ରିମାଣ୍ଡରେ ଯିବେ ସୁଶାନ୍ତ ଧଳସାମନ୍ତ ଓ କଟକ ମହାନଗର ନିଗମ କର୍ପୋରେଟର ରଞ୍ଜିତା ବିଶ୍ୱାଳ। ଆଜିଠୁ ଉଭୟଙ୍କୁ ରିମାଣ୍ଡରେ ନେବ ସଦର ଥାନା ପୋଲିସ।
Advertisment
ଏ ନେଇ ଜେଏମ୍ଏଫସି ରୁରାଲ ଅନୁମତି ଦେଇଛନ୍ତି। ଗତ ୭ ତାରିଖରେ କର୍ପୋରେଟର ରଞ୍ଜିତାଙ୍କୁ ଗିରଫ କରିଥିଲା ପୋଲିସ୍। ଡି ବ୍ରଦର୍ସଙ୍କ ସହ ସଂପୃକ୍ତି ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)