Advertisment

କଟକ ଗୁଳିକାଣ୍ଡ ଘଟଣା : ୩ ଦିନିଆ ରିମାଣ୍ଡରେ ଯିବେ ସୁଶାନ୍ତ ଧଳସାମନ୍ତ, କର୍ପୋରେଟର ରଞ୍ଜିତା ବିଶ୍ୱାଳ

କଟକ : କଟକ ସୁଭଦ୍ରାପୁର ବିଜୟ ପାଲ ଗୁଳିକାଣ୍ଡ ମାମଲା। ୩ ଦିନିଆ ରିମାଣ୍ଡରେ ଯିବେ ସୁଶାନ୍ତ ଧଳସାମନ୍ତ ଓ କଟକ ମହାନଗର ନିଗମ କର୍ପୋରେଟର ରଞ୍ଜିତା ବିଶ୍ୱାଳ। ଆଜିଠୁ ଉଭୟଙ୍କୁ ରିମାଣ୍ଡରେ ନେବ ସଦର ଥାନା ପୋଲିସ। ଏ ନେଇ ଜେଏମ୍ଏଫସି ରୁରାଲ ଅନୁମତି ଦେଇଛନ୍ତି। ଗତ ୭ ତାରିଖରେ କର୍ପୋରେଟର ରଞ୍ଜିତାଙ୍କୁ ଗିରଫ କରିଥିଲା ପୋଲିସ୍‌। ଡି ବ୍ରଦର୍ସଙ୍କ ସହ ସଂପୃକ୍ତି ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା।

କଟକ ଗୁଳିକାଣ୍ଡ ଘଟଣା : ୩ ଦିନିଆ ରିମାଣ୍ଡରେ ଯିବେ ସୁଶାନ୍ତ ଧଳସାମନ୍ତ, କର୍ପୋରେଟର ରଞ୍ଜିତା ବିଶ୍ୱାଳ

dala samanta

Advertisment

କଟକ : କଟକ ସୁଭଦ୍ରାପୁର ବିଜୟ ପାଲ ଗୁଳିକାଣ୍ଡ ମାମଲା। ୩ ଦିନିଆ ରିମାଣ୍ଡରେ ଯିବେ ସୁଶାନ୍ତ ଧଳସାମନ୍ତ ଓ କଟକ ମହାନଗର ନିଗମ କର୍ପୋରେଟର ରଞ୍ଜିତା ବିଶ୍ୱାଳ। ଆଜିଠୁ ଉଭୟଙ୍କୁ ରିମାଣ୍ଡରେ ନେବ ସଦର ଥାନା ପୋଲିସ।

Advertisment

ଏ ନେଇ ଜେଏମ୍ଏଫସି ରୁରାଲ ଅନୁମତି ଦେଇଛନ୍ତି। ଗତ ୭ ତାରିଖରେ କର୍ପୋରେଟର ରଞ୍ଜିତାଙ୍କୁ ଗିରଫ କରିଥିଲା ପୋଲିସ୍‌। ଡି ବ୍ରଦର୍ସଙ୍କ ସହ ସଂପୃକ୍ତି ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା।

Corporator Ranjita Biswal Court Allows Remand Cuttack Firing Case Gangster Sushant Dhala Samant
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ