Advertisment

ହୋଟେଲ୍ ରୁମରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର ନୟାପଲ୍ଲୀର ଏକ ହୋଟେଲ୍ ରୁମରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ନାଁ ଗୋପାଳ ଦାସଗୁପ୍ତା ଏବଂ ସେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ସେ ପଶ୍ଚିମବଙ୍ଗର କୃଷିମନ୍ତ୍ରୀ ତପନ ଦାସଗୁପ୍ତାଙ୍କ ଭାଇ ବୋଲି କୁହାଯାଉଛି।  ମୃତକ ଗୋପାଳ ଦାସଗୁପ୍ତା ସେହି ହୋଟେଲରେ ରବିବାର ଠାରୁ ରୁମ୍ ବୁକ୍ କରି ଏକୁଟିଆ ରହୁଥିଲେ। ଶୋଇଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଅନ୍ୟପକ୍ଷରେ ପୋଲିସ ହୋଟେଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

author-image
Otv Khabar Bureau
ହୋଟେଲ୍ ରୁମରୁ ମୃତଦେହ ଉଦ୍ଧାର

bbsr hotel

ଭୁବନେଶ୍ୱର: ଭୁବନେଶ୍ୱର ନୟାପଲ୍ଲୀର ଏକ ହୋଟେଲ୍ ରୁମରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ନାଁ ଗୋପାଳ ଦାସଗୁପ୍ତା ଏବଂ ସେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି।

Advertisment

ସେ ପଶ୍ଚିମବଙ୍ଗର କୃଷିମନ୍ତ୍ରୀ ତପନ ଦାସଗୁପ୍ତାଙ୍କ ଭାଇ ବୋଲି କୁହାଯାଉଛି।  ମୃତକ ଗୋପାଳ ଦାସଗୁପ୍ତା ସେହି ହୋଟେଲରେ ରବିବାର ଠାରୁ ରୁମ୍ ବୁକ୍ କରି ଏକୁଟିଆ ରହୁଥିଲେ।

ଶୋଇଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଅନ୍ୟପକ୍ଷରେ ପୋଲିସ ହୋଟେଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Advertisment
Odisha Latest Bhubaneswar News Dead Body Found Inside Hotel Room
Advertisment
Advertisment