Advertisment

ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର: ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି କରାଯାଇଛି।  ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ପରେ ଏହା ୫ରୁ ବୃଦ୍ଧି ପାଇ ୭ ପ୍ରତିଶତ ହୋଇଛି।  ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତବର୍ଷ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ୍‌ ପାଉଥିବା ପେନ୍‌ସନ୍‌ ଭୋଗୀଙ୍କ ଟିଆଇ ମଧ୍ୟ ବୃଦ୍ଧି […]

author-image
Otv Khabar Bureau
ବଢ଼ିଲା ମହଙ୍ଗା ଭତ୍ତା

da hiked

ଭୁବନେଶ୍ୱର: ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି କରାଯାଇଛି।  ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

Advertisment

୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ପରେ ଏହା ୫ରୁ ବୃଦ୍ଧି ପାଇ ୭ ପ୍ରତିଶତ ହୋଇଛି।  ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତବର୍ଷ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ କରାଯାଇଛି।

ସଂଶୋଧିତ ହାରରେ ପେନ୍‌ସନ୍‌ ପାଉଥିବା ପେନ୍‌ସନ୍‌ ଭୋଗୀଙ୍କ ଟିଆଇ ମଧ୍ୟ ବୃଦ୍ଧି ହୋଇଛି। ସଂଶୋଧିତ ହାରର ପେନ୍‌ସନ୍‌ ଭୋଗୀଙ୍କ ଟିଆଇ ୨ ପ୍ରତିଶତ ଏବଂ ଅଣସଂଶୋଧିତ ପେନ୍‌ସନ୍‌ ଭୋଗୀଙ୍କ ଟିଆଇ ୩ ପ୍ରତିଶତ ବୃଦ୍ଧି କରାଯାଇଛି।

Advertisment
Dearness Allowance DA Government Employees Odisha Government Employees
Advertisment
Advertisment