encounter in ctc
Advertisment
କଟକ: କଟକରେ ପୁଣି ଏନ୍କାଉଣ୍ଟର। ଗତକାଲି ସନ୍ଧ୍ୟାରେ ଚୌଦ୍ୱାର ଅଞ୍ଚଳରେ ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଅଶୋକ ବେହେରା ଓରଫ୍ ଟୁଟୁନି ଆହତ ହୋଇଛି।
Advertisment
ଟୁଟୁନିର ଗୋଡ଼ରେ ଗୁଳି ବାଜିଛି। ତାକୁ SCB ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ଟୁଟୁନି ଠାରୁ ବନ୍ଧୁକ ଓ ଗୁଳି ଜବତ କରିଛି ପୋଲିସ। ଅବଦୁର ରେହମାନ୍ର ଭାଇକୁ ଗୁଳିମାଡ଼ ଘଟଣାରେ ଟୁଟୁନିର ସଂପୃକ୍ତି ଥିବା ସନ୍ଦେହ କରାଯାଉଛି।
ଗତ ୩୬ ଘଣ୍ଟା ଭିତରେ କଟକରେ ତୃତୀୟ ଏନ୍କାଉଣ୍ଟର କରିଛି କମିଶନରେଟ୍ ପୋଲିସ। ଏହାପୂର୍ବରୁ ଚାଉଳିଆଗଞ୍ଜରେ ପୋଲିସ ଗୁଳିରେ ଟିଟୋ ଗ୍ୟାଙ୍ଗର ସଦସ୍ୟ କାଲା ବାବୁ ଓ ଅଲେଖ ରାଉତରାୟ ଆହତ ହୋଇଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/encont_1626435296.jpg)