Advertisment

ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ବ୍ରହ୍ମପୁର: ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର। ରମ୍ଭା ଅଞ୍ଚଳରେ ଗଞ୍ଜାମ ପୋଲିସ୍‌ର ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୋଷ ବେହେରା ଆହତ ହୋଇଛି। ସନ୍ତୋଷର ୨ଟି ଆଣ୍ଠୁରେ ବାଜିଛି ଗୁଳି। ତାକୁ ଚିକିତ୍ସା ନିମନ୍ତେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତା ନିକଟରୁ ପିସ୍ତଲ, ଅଫୁଟା ଗୁଳି, ବାଇକ ଜବତ ହୋଇଛି।  ଆଜି ଭୋର ୪ଟାରେ ଏହି ଏନ୍‌କାଉଣ୍ଟର ହୋଇଛି। ଧରାପଡିଥିବା ଅପରାଧୀ ସନ୍ତୋଷ ନାଁରେ ୧୬ଟି ମାମଲା ରହିଥିବା ନେଇ ସୂଚନା ମିଳିଛି। ସନ୍ତୋଷର ଘର ରମ୍ଭା […]

author-image
Otv Khabar Bureau
ଦୁର୍ଦ୍ଦାନ୍ତ ଅପରାଧୀ ଆହତ

berhampur

ବ୍ରହ୍ମପୁର: ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର। ରମ୍ଭା ଅଞ୍ଚଳରେ ଗଞ୍ଜାମ ପୋଲିସ୍‌ର ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୋଷ ବେହେରା ଆହତ ହୋଇଛି।

Advertisment

ସନ୍ତୋଷର ୨ଟି ଆଣ୍ଠୁରେ ବାଜିଛି ଗୁଳି। ତାକୁ ଚିକିତ୍ସା ନିମନ୍ତେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତା ନିକଟରୁ ପିସ୍ତଲ, ଅଫୁଟା ଗୁଳି, ବାଇକ ଜବତ ହୋଇଛି।  ଆଜି ଭୋର ୪ଟାରେ ଏହି ଏନ୍‌କାଉଣ୍ଟର ହୋଇଛି।

ଧରାପଡିଥିବା ଅପରାଧୀ ସନ୍ତୋଷ ନାଁରେ ୧୬ଟି ମାମଲା ରହିଥିବା ନେଇ ସୂଚନା ମିଳିଛି। ସନ୍ତୋଷର ଘର ରମ୍ଭା ଥାନା ଅନ୍ତର୍ଗତ ଖଣ୍ଡାଦେଉଳି ଗାଁରେ। ତାର ଆଉ ଜଣେ ସହଯୋଗୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

Advertisment
Encounter Encounter In Berhampur Berhampur Criminals Injured In Encounter
Advertisment
Advertisment