/odishatv-khabar/media/post_attachments/uploadimage/library/16_9/16_9_0/earthquake-8_1626759729.jpg)
earthquake
ବାଲେଶ୍ୱର: ଉତ୍ତର ଓଡ଼ିଶାର ବିଭିନ୍ନ ଜାଗାରେ ଭୂକମ୍ପର ଝଟ୍କା ଅନୂଭୁତ ହୋଇଛି। ସଂଧ୍ୟା ୬ଟା ୩୬ରେ କିଛି ଜାଗାରେ ଝଟ୍କା ଅନୁଭୂତ ହୋଇଥିବା ସୂଚନା ମିଳିିଛି। ଅାନନ୍ଦପୁର, ବାରିପଦା, ବାଲେଶ୍ୱରରେ ଝଟ୍କା ଅନୁଭୂତ ହୋଇଥିବା ଖବର ମିଳିଛି।
Advertisment
ଭୂକମ୍ପ ଝଟ୍କା ପରେ ଭୟରେ ଲୋକେ ଘରୁ ବାହାରକୁ ବାହାରି ଅାସିଥିଲେ। କିଛି ସମୟର ଏହି ଝଟ୍କାରେ ୩ ଟି ଜିଲ୍ଲାରେ ଭୟର ବାତ୍ତାବରଣ ଖେଳିଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଭୂକମ୍ପର କୌଣସି କ୍ଷୟ କ୍ଷତିର ସୂଚନା ମିଳିପାରିନାହିଁ।
ସେପଟେ ଭୂକମ୍ପ ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୫.୦ ମପାଯାଇଥିବା ବେଳେ ପଶ୍ଚିମବଙ୍ଗ ହୁଗଳି ଭୂକମ୍ପ କେନ୍ଦ୍ରସ୍ଥଳ ହୋଇଥିବା ଭୁବନେଶ୍ୱରସ୍ଥିତ ଅାଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)