/odishatv-khabar/media/post_attachments/uploadimage/library/16_9/16_9_0/accident_1626498843.jpg)
accident
ସୁବର୍ଣ୍ଣପୁର : ସୁବର୍ଣ୍ଣପୁରରେ ସଡ଼କ ଦୁର୍ଘଟଣା। ଅଳ୍ପକେ ବର୍ତ୍ତିଲେ ବହୁ ଯାତ୍ରୀ। ସୋନପୁର-ସମ୍ବଲପୁର ରାସ୍ତାର ଅଇଁଲାଛାଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୮ ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି।
Advertisment
ଆହତ ମାନଙ୍କୁ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)