Advertisment

ସଡ଼କ ଦୁର୍ଘଟଣାରେ ୮ ଆହତ, ଜଣେ ଗୁରୁତର

ସୁବର୍ଣ୍ଣପୁର : ସୁବର୍ଣ୍ଣପୁରରେ ସଡ଼କ ଦୁର୍ଘଟଣା। ଅଳ୍ପକେ ବର୍ତ୍ତିଲେ ବହୁ ଯାତ୍ରୀ। ସୋନପୁର-ସମ୍ବଲପୁର ରାସ୍ତାର ଅଇଁଲାଛାଟ ନିକଟରେ ଏହି  ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୮ ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି। ଆହତ ମାନଙ୍କୁ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

ସଡ଼କ ଦୁର୍ଘଟଣାରେ ୮ ଆହତ, ଜଣେ ଗୁରୁତର

accident

Advertisment

ସୁବର୍ଣ୍ଣପୁର : ସୁବର୍ଣ୍ଣପୁରରେ ସଡ଼କ ଦୁର୍ଘଟଣା। ଅଳ୍ପକେ ବର୍ତ୍ତିଲେ ବହୁ ଯାତ୍ରୀ। ସୋନପୁର-ସମ୍ବଲପୁର ରାସ୍ତାର ଅଇଁଲାଛାଟ ନିକଟରେ ଏହି  ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୮ ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି।

Advertisment

ଆହତ ମାନଙ୍କୁ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

Road Accident Sonepur Subarnapur Mishap
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ