Advertisment

ସ୍ତ୍ରୀକୁ ଥାନାକୁ ଟେକି ଟେକି ଆଣିଲେ ବୃଦ୍ଧ

କୋରାପୁଟ : ସାମାନ୍ୟ ବାଉଁଶ ଗଛ କାଟି ଦେବାରୁ ବାପାମାଙ୍କୁ ପିଟିଲା ଉତ୍ତ୍ୟକ୍ତ ପୁଅ। ଆଉ ପୁଅ ବିରୋଧରେ ଅଭିଯୋଗ କରିବା ପାଇଁ ବୃଦ୍ଧା ପତ୍ନୀଙ୍କୁ ଟେକି ଟେକି ଆଣିଲେ ଜଣେ ବୃଦ୍ଧ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା କୋଟପାଡ ଥାନା ଅଞ୍ଚଳରେ। ଅଭିଯୋଗ ଅନୁସାରେ, କୁସୁମିଗୁଡା ଗାଁରେ ସୋନୁ ହଳ ତାଙ୍କ ପୁଅକୁ ନଜଣାଇ ବାରିପଟେ ଥିବା ଏକ ବାଉଁଶ ଗଛ କାଟି ଦେଇଥିଲେ। ଏହି କାରଣକୁ ନେଇ ବାପ ପୁଅଙ୍କ […]

ସ୍ତ୍ରୀକୁ ଥାନାକୁ ଟେକି ଟେକି ଆଣିଲେ ବୃଦ୍ଧ

old1

Advertisment

କୋରାପୁଟ : ସାମାନ୍ୟ ବାଉଁଶ ଗଛ କାଟି ଦେବାରୁ ବାପାମାଙ୍କୁ ପିଟିଲା ଉତ୍ତ୍ୟକ୍ତ ପୁଅ। ଆଉ ପୁଅ ବିରୋଧରେ ଅଭିଯୋଗ କରିବା ପାଇଁ ବୃଦ୍ଧା ପତ୍ନୀଙ୍କୁ ଟେକି ଟେକି ଆଣିଲେ ଜଣେ ବୃଦ୍ଧ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା କୋଟପାଡ ଥାନା ଅଞ୍ଚଳରେ।

Advertisment

publive-imageଅଭିଯୋଗ ଅନୁସାରେ, କୁସୁମିଗୁଡା ଗାଁରେ ସୋନୁ ହଳ ତାଙ୍କ ପୁଅକୁ ନଜଣାଇ ବାରିପଟେ ଥିବା ଏକ ବାଉଁଶ ଗଛ କାଟି ଦେଇଥିଲେ। ଏହି କାରଣକୁ ନେଇ ବାପ ପୁଅଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପରେ ପୁଅ ବାପମାଆଙ୍କୁ ବାଡେଇବା ସହ ଘରୁ ତଡି ଦେଇଥିଲା।

ଫଳରେ ଉପାୟ ଶୂନ୍ୟ ହୋଇ ବୃଦ୍ଧ ଜଣକ ତାଙ୍କ ସ୍ତ୍ରୀକୁ ଦୁଇ ହାତରେ ଟେକି ଟେକି ଆଣି ପହଞ୍ଚିଥିଲେ ଥାନାରେ। ଆଉ ପୁଅ ବିରୋଧରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଜାରି ରଖିଛି।

Advertisment

ଆହୁରି ପଢ଼ନ୍ତୁ:ଖାଲରେ ପଡ଼ି ଚାଲିଗଲା ୪ ନାବାଳକଙ୍କ ଜୀବନ

Koraput Police Station Elderly Couple Odisha Khabar In Odia
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ