Advertisment

ଅଳ୍ପକେ ବର୍ତ୍ତିଲା ଫାଷ୍ଟ ପାସେଞ୍ଜର୍‌ ଟ୍ରେନ୍‌

ବାଲେଶ୍ୱର: ଟ୍ରେନ୍ ଲାଇନରେ ଫାଟ। ଅଳ୍ପକେ ବର୍ତ୍ତିଲା ଖଡଗପୁରରୁ ପୁରୀ ଯାଉଥିବା ଫାଷ୍ଟ ପାସେଞ୍ଜର୍। ଆଜି ସକାଳେ ବାଲେଶ୍ୱର ଜିଲ୍ଲା ବାହାନାଗା ବ୍ଲକ କେଶପୁର ଗାଁ ନିକଟ ରେଳ ଧାରଣାରେ ଏହି ଫାଟ ଦେଖିବାକୁ ମିଳିଥିଲା। ସକାଳ ପ୍ରାୟ ସାଢ଼େ ୭ଟା ବେଳେ ଫାଟ ସମ୍ପର୍କରେ ଜଣାପଡିବା ପରେ ଟ୍ରେନ୍‌ଟି କେଶପୁର ଗାଁ ନିକଟରେ ଅଟକି ରହିଥିଲା।  ରେଳ ଧାରଣାରେ ଫାଟ ଯୋଗୁଁ ହାଓ୍ୱଡା-ଭୁବନେଶ୍ୱର ରୁଟ୍‌ରେ ଅପ୍ ଲାଇନରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରେଳ କର୍ମଚାରୀମାନେ […]

ଅଳ୍ପକେ ବର୍ତ୍ତିଲା ଫାଷ୍ଟ ପାସେଞ୍ଜର୍‌ ଟ୍ରେନ୍‌

train line

Advertisment

ବାଲେଶ୍ୱର: ଟ୍ରେନ୍ ଲାଇନରେ ଫାଟ। ଅଳ୍ପକେ ବର୍ତ୍ତିଲା ଖଡଗପୁରରୁ ପୁରୀ ଯାଉଥିବା ଫାଷ୍ଟ ପାସେଞ୍ଜର୍। ଆଜି ସକାଳେ ବାଲେଶ୍ୱର ଜିଲ୍ଲା ବାହାନାଗା ବ୍ଲକ କେଶପୁର ଗାଁ ନିକଟ ରେଳ ଧାରଣାରେ ଏହି ଫାଟ ଦେଖିବାକୁ ମିଳିଥିଲା।

Advertisment

ସକାଳ ପ୍ରାୟ ସାଢ଼େ ୭ଟା ବେଳେ ଫାଟ ସମ୍ପର୍କରେ ଜଣାପଡିବା ପରେ ଟ୍ରେନ୍‌ଟି କେଶପୁର ଗାଁ ନିକଟରେ ଅଟକି ରହିଥିଲା।  ରେଳ ଧାରଣାରେ ଫାଟ ଯୋଗୁଁ ହାଓ୍ୱଡା-ଭୁବନେଶ୍ୱର ରୁଟ୍‌ରେ ଅପ୍ ଲାଇନରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି।

ରେଳ କର୍ମଚାରୀମାନେ ପହଞ୍ଚି ଫାଟ ମରାମତି କରିଛନ୍ତି।

Railway Train Fast Passenger Train Balasore
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ