Advertisment

ନିଆଁ ଘେରରେ ଶିମିଳିପାଳ ଜଙ୍ଗଲ

ମୟୂରଭଞ୍ଜ: ଜଳୁଛି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜଙ୍ଗଲ। ୬ରୁ ୭ ଦିନ ହେବ ୨୪ ଘଣ୍ଟା ନିଆଁ ଘେରରେ ରହିଛି ଶିମିଳିପାଳ। ଜଳି ପୋଡି ପାଉଁଶ ହୋଇଯାଉଛି ବହୁ ଔଷଧୀୟ ବୃକ୍ଷ। ଅନବରତ ଜଙ୍ଗଲ ଜଳିବା ଯୋଗୁଁ ପରିବେଶ ଉପରେ ମଧ୍ୟ ଏହାର ପ୍ରଭାବ ପଡୁଛି। ଏପରିକି ନିଆଁର ପ୍ରକୋପ ଯୋଗୁଁ ଶିମିଳିପାଳ ପାଦଦେଶରେ ବସବାସ କରୁଥିବା ଗ୍ରାମବାସୀ ଅତିଷ୍ଠ ହୋଇପଡିଲେଣି। ସେପଟେ ଜଙ୍ଗଲରେ ନିଆଁ ନଲଗାଇବା ପାଇଁ ବନ ବିଭାଗ ପକ୍ଷରୁ ଜନସଚେତନତା ସୃଷ୍ଟି କରାଯାଉଛିା

ନିଆଁ ଘେରରେ ଶିମିଳିପାଳ ଜଙ୍ଗଲ

similipal

Advertisment

ମୟୂରଭଞ୍ଜ: ଜଳୁଛି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜଙ୍ଗଲ। ୬ରୁ ୭ ଦିନ ହେବ ୨୪ ଘଣ୍ଟା ନିଆଁ ଘେରରେ ରହିଛି ଶିମିଳିପାଳ। ଜଳି ପୋଡି ପାଉଁଶ ହୋଇଯାଉଛି ବହୁ ଔଷଧୀୟ ବୃକ୍ଷ।

Advertisment

ଅନବରତ ଜଙ୍ଗଲ ଜଳିବା ଯୋଗୁଁ ପରିବେଶ ଉପରେ ମଧ୍ୟ ଏହାର ପ୍ରଭାବ ପଡୁଛି। ଏପରିକି ନିଆଁର ପ୍ରକୋପ ଯୋଗୁଁ ଶିମିଳିପାଳ ପାଦଦେଶରେ ବସବାସ କରୁଥିବା ଗ୍ରାମବାସୀ ଅତିଷ୍ଠ ହୋଇପଡିଲେଣି।

ସେପଟେ ଜଙ୍ଗଲରେ ନିଆଁ ନଲଗାଇବା ପାଇଁ ବନ ବିଭାଗ ପକ୍ଷରୁ ଜନସଚେତନତା ସୃଷ୍ଟି କରାଯାଉଛିା

Advertisment
Mayurbhanj Similipal Fire In Similipal Forest Similipal Forest
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ