/odishatv-khabar/media/post_attachments/uploadimage/library/16_9/16_9_0/ceasefire-violation_1626432893.jpg)
ceasefire violation
ଜାମ୍ମୁ: ପାକିସ୍ତାନୀ ସେନାଙ୍କ ଗୁଳିମାଡ଼ରେ ଗୋଟିଏ ପରିବାରର ୫ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଜାମ୍ମୁ ଓ କାଶ୍ମୀରର ପୁଞ୍ଚ୍ ଜିଲ୍ଲା ଅନ୍ତର୍ଗତ ବାଲାକୋଟ୍ ସେକ୍ଟରରେ ପାକିସ୍ତାନୀ ସେନାର ଗୁଳିମାଡ଼ରେ ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ଜଣ ଆହତ ହୋଇଛନ୍ତି।
Advertisment
ଆଜି ବଡ଼ି ଭୋରରୁ ପାକିସ୍ତାନ ସେନାଙ୍କ ଦ୍ୱାରା ପ୍ରଥମେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଥିଲା ଓ ପରେ ବାଲାକୋଟ୍ ସେକ୍ଟରରେ ଗୁଳିମାଡ଼ ଆରମ୍ଭ ହୋଇଥିଲା।
ଅନ୍ୟପକ୍ଷରେ, ପାକିସ୍ତାନୀ ସେନାର ଏଭଳି ଗୁଳିମାଡ଼ର ପାଲଟା ଜବାବ ଦେଇଛନ୍ତି ଭାରତୀୟ ସେନା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)