Advertisment

୫ ବର୍ଷର ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗ

ଜଗତସିଂହପୁର: ରାଜ୍ୟରେ ପୁଣି ଏକ ଲଜ୍ଜା ଜନକ ଘଟଣା।  ଜଗତସିଂହପୁରରେ ଜଣେ ୫ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ୨ଜଣ ନାବାଳକ ଗଣଦୁଷ୍କର୍ମ କରିଥିବା ନେଇ ଜଗତସିଂହପୁର ଥାନାରେ ଅଭିଯୋଗ କରିଛନ୍ତି ପୀଡିତାଙ୍କ ମା’।  ଅଭିଯୋଗ ପରେ ଦୁଇ ନାବାଳକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ଅଭିଯୁକ୍ତ ଦ୍ୱୟଙ୍କ ବୟସ ୧୩ ଏବଂ ୧୧ ବର୍ଷ ହୋଇଥିବା ସୂଚନା ମିଳିଛି।  ଏପଟେ ପୀଡିତାଙ୍କୁ ଡାକ୍ତରୀ ମାଇନା ପାଇଁ ଜଗତସିଂହପୁର ମେଡିକାଲ ପଠାଯାଇଛି।  ସେପଟେ ସିଡ଼ବ୍ଲ୍ୟୁସିର […]

୫ ବର୍ଷର ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗ

gang rape

Advertisment

ଜଗତସିଂହପୁର: ରାଜ୍ୟରେ ପୁଣି ଏକ ଲଜ୍ଜା ଜନକ ଘଟଣା।  ଜଗତସିଂହପୁରରେ ଜଣେ ୫ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି।

Advertisment

୨ଜଣ ନାବାଳକ ଗଣଦୁଷ୍କର୍ମ କରିଥିବା ନେଇ ଜଗତସିଂହପୁର ଥାନାରେ ଅଭିଯୋଗ କରିଛନ୍ତି ପୀଡିତାଙ୍କ ମା’।  ଅଭିଯୋଗ ପରେ ଦୁଇ ନାବାଳକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।

ଅଭିଯୁକ୍ତ ଦ୍ୱୟଙ୍କ ବୟସ ୧୩ ଏବଂ ୧୧ ବର୍ଷ ହୋଇଥିବା ସୂଚନା ମିଳିଛି।  ଏପଟେ ପୀଡିତାଙ୍କୁ ଡାକ୍ତରୀ ମାଇନା ପାଇଁ ଜଗତସିଂହପୁର ମେଡିକାଲ ପଠାଯାଇଛି।  ସେପଟେ ସିଡ଼ବ୍ଲ୍ୟୁସିର ସଦସ୍ୟମାନେ ଅଭିଯୁକ୍ତ ନାବାଳକ ଓ ପୀଡିତା ନାବାଳିକାର କାଉନସେଲିଂ ପାଇଁ ପହଞ୍ଚିଛନ୍ତି।

Advertisment
Odisha Minor Girl Raped Girl Raped By Minor Boy
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ