/odishatv-khabar/media/post_attachments/uploadimage/library/16_9/16_9_0/ganga_1626498867.jpg)
ganga
ଭୁବନେଶ୍ୱର : ଖଣ୍ଡଗିରି ଛକରୁ ଏକ ଟନ୍ ଗଞ୍ଜେଇ ଜବତ ହୋଇଛି। ଟ୍ରକ୍ରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇଁ ରାଜସ୍ୱ ନିର୍ଦ୍ଦେଶାଳୟ ପକ୍ଷରୁ ଚଢଉ କରାଯାଇଥିଲା। ଏନେଇ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।
Advertisment
ଗଞ୍ଜେଇ ଆନ୍ଧ୍ରପ୍ରଦେଶର ଇଚ୍ଛାପୁରମରୁ ବିହାରକୁ ଚାଲାଣ ହେଉଥିଲା ବୋଲି ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)